ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ, ପୀଡିତାକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ…
କଟକ : ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଏହି କୋର୍ଟରେ ଦୁଷ୍କର୍ମକାରୀ ପାକୂଲ ସମତ ଦୋଷୀ ସାବ୍ୟସ୍ତ ହୋଇଛି। ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର…