ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଆଡଭାନୀ ଓ ଯୋଶୀଙ୍କୁ ନିମନ୍ତ୍ରଣ କଲା ଭିଏଚ୍‌ପି…

ନୂଆଦିଲ୍ଲୀ: ବିଜେପି ଭେଟରାନ ଏଲକେ ଆଡଭାନୀ ଓ ମୁରଲୀ ମନୋହର ଯୋଶୀଙ୍କୁ ରାମ ମନ୍ଦିର ପ୍ରତିଷ୍ଠ ଉତ୍ସବରେ ସାମିଲ ହେବାକୁ ଆଜି ନିମନ୍ତ୍ରଣ କରିଛି ବିଶ୍ୱ ହିନ୍ଦୁ ପରିଷଦ। ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ୯୦ ଦଶକରେ ଆରମ୍ଭ ହୋଇଥିବା ଅଭିଯାନ ବେଳେ ପ୍ରମୁଖ…

ଲୋକଙ୍କ ହୃଦୟରେ ମୋଦୀ ଅଛନ୍ତି, ଉପାଡି ଫୋଫାଡ଼ିବା ସମ୍ଭବ ନୁହେଁ: ମନୋଜ ତିୱାରୀ

ନୂଆଦିଲ୍ଲୀ:ଲୋକଙ୍କ ହୃଦୟରେ ପ୍ରଧାନମନ୍ତ୍ରୀ ମୋଦୀ ଅଛନ୍ତି, ତାଙ୍କୁ ଉପାଡି ଫୋଫାଡ଼ିବା ସମ୍ଭବ ନୁହେଁ | ବିଜେପି ସାଂସଦ ମନୋଜ ତିୱାରୀ ଆଜି ଏଭଳି କିଛି ବୟାନ ଦେଇ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ କରିଛନ୍ତି | ମୋଦୀଙ୍କୁ ଉପାଡି ଫୋଫାଡ଼ି ଦେବା…

ବିଚାରପତିଙ୍କ କାର ଛଡ଼ାଇ ନେବା ଅଭିଯୋଗରେ ଜେଲରେ ଥିବା ଦୁଇ ଛାତ୍ରଙ୍କୁ ଜାମିନ…

ଭୋପାଳ: ଜଣେ ବିଚାରପତିଙ୍କ କାର ଛଡ଼ାଇ ନେବା ଅଭିଯୋଗରେ ଜେଲରେ ଥିବା ଦୁଇ ଛାତ୍ରଙ୍କୁ ଜାମିନ ମିଳିଛି। ଡିସେମ୍ବର ୧୨ରୁ ଉଭୟ ଛାତ୍ର ଜେଲରେ ଥିଲେ। ନିମ୍ନ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ଉଭୟ ଛାତ୍ର ମଧ୍ୟପ୍ରଦେଶ ହାଇକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟର…

ବିଜେପିର ଚିନ୍ତନ ବୈଠକ ପରି ହୋଇଯାଇଛି ସଂସଦ : ଓଓ୍ବୈସି

ନୂଆଦିଲ୍ଲୀ: ଲୋକସଭା ଓ ରାଜ୍ୟସଭାରୁ ୧୪୧ ବିରୋଧୀ ସାଂସଦଙ୍କୁ ନିଲମ୍ବିତ କରାଯିବା ଘଟଣାକୁ ନେଇ ଏଆଇଏମଆଇଏମ୍ ସାଂସଦ ଅସଦୁଦ୍ଦିନ ଓଓ୍ବୈସି ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନିଲମ୍ବନ ପ୍ରତ୍ୟାହାର କରାଯାଉ ବୋଲି ସେ ଦାବି କରିଛନ୍ତି। ସଂସଦ ବିଜେପିର…

ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଆସନ୍ତା ୨୨ରେ ହେବ ଶୁଭ ଖୁଣ୍ଟି ସ୍ଥାପନ…

ବରଗଡ଼: ଆସନ୍ତା ଡ଼ିସେମ୍ବର ୨୨ ତାରିଖ ଦିନ ଅପରାହ୍ନରେ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେବ। ଅପରାହ୍ନ ସମୟରେ ତଳିପଡା ସ୍ଥିତ ମାଁ ସମଲେଶ୍ଵରୀ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ହାଟପଦା ଠାରେ ହେବ ଶୁଭ ଖୁଣ୍ଟି ସ୍ଥାପନ। ତେବେ ବିଶ୍ୱ…

ଆସନ୍ତାକାଲି ଦିଲ୍ଲୀ ଯିବେ କଂଗ୍ରେସ ଓ ବିଜେପି ନେତା

ଆଗାମୀ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ଦୁଇ ପ୍ରମୁଖ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ନିଜର ନିର୍ବାଚନୀ ରଣନୀତି ଚୂଡ଼ାନ୍ତ କରିବେ । ଏଥିପାଇଁ ରାଜ୍ୟରେ ଦୁଇ ଦଳର ବରିଷ୍ଠ ନେତା ଓ ବିଧାୟକମାନେ ଭିନ୍ନ ଭିନ୍ନ ଭାବେ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ସାଧାରଣ…

ଫେରିଲା କରୋନା! ସବୁ ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର…

ପୁଣି ଥରେ ଡରାଇବା ଆରମ୍ଭ କଲାଣି ମହାମାରୀ କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ ୧ ଭାରତରୁ ଠାବ ହେବା ପରେ ସମସ୍ତଙ୍କ ମନରେ ଛନକା ପଶିଛି। ଏହାକୁ ଦୃଷ୍ଟିରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର। ଇନଫ୍ଲୁଏଞ୍ଜା ଭଳି ରୋଗ ଉପରେ ନଜର…

ଆମିକସ୍ କ୍ୟୁରି ଦାଖଲ କଲେ ଷ୍ଟାଟସ୍ ରିପୋର୍ଟ…

ପୁରୀ: ଶ୍ରୀମନ୍ଦିର ନାଟ ମଣ୍ଡପର ପୁନରୁଦ୍ଧାର କାର୍ଯ୍ଯ ନେଇ ଆମିକସ୍ କ୍ୟୁରୀ ଏନ୍. କେ. ମହାନ୍ତି ସୋମବାର ଓଡ଼ିଶା ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛନ୍ତି। ବିମ ଡିଜାଇନ୍ ନେଇ ଡିସେମ୍ବର ୧୯ରୁ ୨୧ ତାରିଖ ମଧ୍ୟରେ ବୈଠକ ବସି ଆଲୋଚନା କରାଯାଇ କାର୍ଯ୍ୟପନ୍ଥା…

ଚେଇଁ ଶୋଇଥିବ ଯିଏ ତାକୁ ଉଠାଇବ କିଏ : ପାଣ୍ଡିଆନ

ଭୁବନେଶ୍ୱର: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇହେବ । କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ବା ଶୋଇବାର ଅଭିନୟ କରୁଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ । ଆଜି କେନ୍ଦ୍ରାପଡ଼ାର ବିକାଶ ସମୀକ୍ଷା ସମୟରେ ବିକାଶ ବିରୋଧୀଙ୍କ ଆଡ଼କୁ ଆଙ୍ଗୁଳି ନିର୍ଦ୍ଦେଶ କରି ଏମିତି…

ଶୀତ ଅଧିବେଶନରେ ଉଭୟ ଗୃହରୁ ୭୮ ସାଂସଦ ନିଲମ୍ବିତ…

ଲୋକସଭା ପରେ ରାଜ୍ୟସଭାରୁ ନିଲମ୍ବିତ ହେଲେ ୪୫ ସାଂସଦ। ଲଗାତାର ଭାବେ କଂଗ୍ରେସ ସାଂସଦମାନେ ଗୃହରେ ହଟ୍ଟଗୋଳ କରିବାରୁ ଆଜି ତିନି ଥର ଗୃହ ମୁଲତବୀ ରହିଥିଲା। ଶେଷରେ ୪୫ ଜଣ ସାଂସଦଙ୍କୁ ନିଲମ୍ବନ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀଶ ଧଡଖଡ। କିଛି ସମୟ ପୂର୍ବରୁ…