ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ମାନବୀୟ ସହାୟତା ଜାରି ରଖିବୁ
ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାଲେଷ୍ଟାଇନ ରାଷ୍ଟ୍ରପତି ମହମୂଦ ଅବ୍ବାସଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ସେ ଗାଜାର ଅଲ-ଅହଲି ହସ୍ପିଟାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା…