ପୁଣି ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲେ ବିଧାୟକ, ଖଣି ସମ୍ମୁଖରେ ୫ ହଜାର କର୍ମୀଙ୍କ ଆନ୍ଦୋଳନ ଜାରି

କୋଇଡା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ଖଣି ମଣ୍ଡଳ ଅନ୍ତର୍ଗତ ଓଏମସି କୁର୍ମିତର ଖଣି ସମ୍ମୁଖରେ ମଙ୍ଗଳବାର ଜୋରଦାର ଧାରଣା ଓ ପ୍ରଦର୍ଶନ ହୋଇଛି। ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ଵରେ ସିଆଇଟିୟୁର ପାଞ୍ଚ ହଜାରରୁ ଉର୍ଦ୍ଧ୍ଵ କର୍ମୀ ଓ ଶ୍ରମିକମାନେ ମଙ୍ଗଳବାର…

ବିଜେପି ସାଂସଦଙ୍କୁ ନୋଟିସ ପଠାଇ କ୍ଷମା ମାଗିବାକୁ କହିଲେ ମହୁଆ

ନୂଆଦିଲ୍ଲୀ : ଟିଏମସି ସାଂସଦ ମହୁଆ ମୋଇତ୍ରା ଆଜି ବିଜେପି ସାଂସଦ ନିଶିକାନ୍ତ ଦୁବେ ଓ ସୁପ୍ରିମକୋର୍ଟର ଆଇନଜୀବୀ ଜୟ ଅନନ୍ତ ଦେହାଦ୍ରେଙ୍କୁ ଆଇନଗତ ନୋଟିସ ପଠାଇଛନ୍ତି। ଦୁବେଶ ଓ ଦେହାଦ୍ରେ ଅଭିଯୋଗ କରିଥିଲେ ଯେ ମହୁଆ ଜଣେ ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଲୋକସଭାରେ…

ମହିଳା କର୍ପୋରେଟରଙ୍କୁ ପିଟିଲେ ଠିକାଦାର

ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ନିଗମର ୩୭ ନମ୍ବର ୱାର୍ଡର ବିଜେପି ମହିଳା କର୍ପୋରେଟର ବନିତା ସାହୁଙ୍କୁ ଜଣେ ଠିକାଦାର ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ମେୟର ଓ କମିଶନରଙ୍କ ଉପସ୍ଥିତିରେ ଠିକାଦାର ଜଣଙ୍କ ତାଙ୍କୁ ଆକ୍ରମଣ କରିଥିବା ବେଳେ ତାଙ୍କ ହାତରେ…

ଷୋଳପୂଜା କରିବାକୁ ଘରୁ ବାହାରିଥିଲେ ପୁରୋହିତ, ସକାଳୁ ଦୁର୍ଘଟଣାଗ୍ରସ୍ତ କାର୍‌ରୁ ମିଳିଲା ମୃତଦେହ

ପୁରୀ : ପୁରୀ ଜିଲ୍ଲା କଣାସ ଥାନା ଅନ୍ତର୍ଗତ ବେଣାଗାଁ ଛକ ନିକଟ କଟକଣା ରାସ୍ତାକଡ଼ ନୟନଯୋରୀରେ ଏକ କାର ପଡ଼ିଯିବାରୁ ଜଣେ ପୁରୋହିତଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ପୁରୁଷୋତ୍ତମ ତ୍ରିପାଠୀ (୩୮)। ତାଙ୍କ ଘର ରାମଚନ୍ଦ୍ରପୁରର ପାଟଳି ଗାଁରେ। ଗତକାଲି ରାତି ପ୍ରାୟ…

୩ଟି ଜିଲାର ୨୩ଟି ବିକାଶମୂଳକ ପ୍ରକଳ୍ପ ପାଇଁ ୨୬୩ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ଯୋଜନା ଅନୁଯାୟୀ ପ୍ରତି…

କଳାହାଣ୍ଡିରେ ଗଡ଼ିବ ୬୩ଟି ଲକ୍ଷ୍ମୀ ବସ୍‌ : ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ

ଭବାନୀପାଟଣା : କଳାହାଣ୍ଡି ଜିଲାର ୧୩ଟି ବ୍ଲକରେ ଗଡିବ ରାଜ୍ୟ ସରକାରଙ୍କ ୬୩ଟି ଲକ୍ଷ୍ମୀ ବସ୍‌। ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ପରେ ଜିଲାରେ ଗଡ଼ିବ ଲକ୍ଷ୍ମୀ ବସ୍‌। ମାସ ଶେଷ ସପ୍ତାହରେ ବସ୍‌ଗୁଡିକ…

ଲୁଟ୍‌ ଟଙ୍କାକୁ କ୍ଲବ୍‌ରେ ଉଡ଼ାଉଥିଲେ କ୍ରାଇମ୍‌ କୁଇନ୍‌ ମୁସ୍କାନ

ଭୁବନେଶ୍ୱର : ରୂପ ଦେଖାଇ ଟ୍ରେନ୍‌ ଯାତ୍ରୀ ଓ ଯବାନଙ୍କୁ ଫସାଇ ନିଶା ଦେଇ ଲୁଟ୍‌ ଘଟଣାରେ ଗିରଫ ହୋଇଥିବା କ୍ରାଇମ୍‌ କୁଇନ୍‌ ମୁସ୍କାନ ଓରଫ ସାରିଫ ଖାନ୍‌ଙ୍କ ସହ ୩ ସହଯୋଗୀ ଏବେ ଜେଲ୍‌ରେ ଅଛନ୍ତି। ମୁସ୍କାନ ଓ ତାଙ୍କ ଗ୍ୟାଙ୍ଗ୍‌ର ଗୋଟିକ ପରେ ଗୋଟିଏ ଅପରାଧ ସାମ୍ନାକୁ…

ଚିଲିକାରେ ଚାଲିବ ସୌରଚାଳିତ ବୋଟ୍‌

ଭୁବନେଶ୍ୱର : ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍‌। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର…

୨୯ରୁ ଭୁବନେଶ୍ୱରରୁ ଗୌହାଟୀକୁ ପ୍ରତିଦିନ ଉଡ଼ିବ ବିମାନ

ଭୁବନେଶ୍ବର : ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ। ୨୧ତମ ସ୍ଥାନ ଭାବେ ଭୁବନେଶ୍ଵରରୁ ଆସାମର ଗୌହାଟୀକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ଵର-ଗୌହାଟୀ ମଧ୍ୟରେ ବିମାନ ଚଳାଚଳ କରାଇବ…

ବିବାହ ବିଚ୍ଛେଦ ମାମଲା; ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ବର୍ଷାଙ୍କୁ ନୋଟିସ୍‌

କଟକ : ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ଆଜି ବର୍ଷାଙ୍କୁ ନୋଟିସ୍‌ କରିଛନ୍ତି ହାଇକୋର୍ଟ। ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍‌ ହୋଇଛି । ଅର୍ଥାତ ଏହି ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ହାଇକୋର୍ଟ। ପୂର୍ବରୁ ଫ୍ୟାମିଲି…