କଣ୍ଟାବାଞ୍ଝିରେ ଟ୍ରକ-ବୋଲେରୋ ଧକ୍କା : ଦୁଇ ମୃତ, ଦୁଇ ଗୁରୁତର…

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ୫୯ ନଂ ଜାତୀୟ ରାଜପଥ ଫୁଗୁଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବୋଲେରୋ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ମଧ୍ୟ ହୋଇଥିବା…

ଇସ୍ରାଏଲ ସୁରକ୍ଷା ବାହିନୀରେ କାର୍ଯ୍ୟରତ ଦୁଇ ଭାରତୀୟ ବଂଶୋଦ୍ଭବ ମହିଳାଙ୍କ ମୃତ୍ୟୁ

ଇସ୍ରାଏଲ-ପାଲେଷ୍ଟାଇନ ମଧ୍ୟରେ ଚାଲିଥିବା ଘୋମାଘୋଟ ଯୁଦ୍ଧ ମଧ୍ୟରେ ଦୁଇ ଭାରତୀୟ ବଂଶୋଦ୍ଭବ ମହିଳାଙ୍କ ମୃତ୍ୟୁ। ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବା ଏହି ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିବା ନେଇ ସରକାରୀ ସୂତ୍ରରୁ ପ୍ରକାଶ ପାଇଛି। ଅକ୍ଟୋବର 7 ରେ ହୋଇଥିବା…

ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା, ଫସଲ କ୍ଷତିଗ୍ରସ୍ତ ଯୋଗୁ ଆତ୍ମହତ୍ୟା ଅଭିଯୋଗ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପାଖର ପଞ୍ଚାୟତ ଅଧୀନ ବାଜବାଟି ଗ୍ରାମରେ ବିଷ ପିଇ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଗ୍ରାମର ନିତ୍ୟାନନ୍ଦ ପରିଡା। ନିତ୍ୟାନନ୍ଦ ୨ଦିନ ତଳେ ବାଜବାଟି ମୌଜାରେ ଥିବା ଚାଷଜମିକୁ ଯାଇଥିଲେ।…

ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି…

ଭୁବନେଶ୍ୱର: ଆକାଉଣ୍ଟ ଜେନେରାଲ ପ୍ରିନସିପାଲ ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଭାରତୀୟ ଅଡିଟ ଓ ଆକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର…

ଖୁଚୁରା ବ୍ୟବସାୟୀମାନଙ୍କୁ ମିଳିବ ସୁପର ପାୱାର ରିଟେଲର ମାନ୍ୟତା…

ଭୁବନେଶ୍ୱର: ପାର୍ବଣ ଋତୁର ଶୁଭ ଅବସରରେ ଭୁବନେଶ୍ୱର ଠାରେ ଦକ୍ଷତା ବିକାଶ ମନ୍ତ୍ରାଳୟ ଅଧିନରେ କୋକା-କୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମର ମିଳିତ ସହଯୋଗରେ ଖୁଚୁରା ବ୍ୟବସାୟୀ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ…

‘ଗାଜାରେ ସ୍ଥଳ, ଜଳ ଓ ବାୟୁ ଭାଗରୁ ଆକ୍ରମଣ କରିବ ଇସ୍ରାଏଲ’…

ହମାସର ଅତର୍କିତ ଆକ୍ରମଣ ପରେ ପ୍ରତିକ୍ରିୟାଶୀଳ ହୋଇପଡିଛି ଇସ୍ରାଏଲ। ହମାସଙ୍କ ଦାବିକୁ ମାନିବା ତ’ ଦୂରର କଥା ସେମାନଙ୍କୁ ଧ୍ୱଂସ କରିବାକୁ ଏକ ପ୍ରକାର ପଣ କରିନେଇଛନ୍ତି ଇସ୍ରାଏଲ ସେନା। ହମାସ ଶିବିରରେ ପଶି ଆକ୍ରମଣ କରିବା ସହ ଏହି ସଂଗଠନକୁ ସମର୍ଥନ କରୁଥିବା…

ସାଂସଦ ଅପରାଜିତାଙ୍କ ନେତୃତ୍ୱରେ ବିଶାଳ ଜନ ଆନ୍ଦୋଳନ…

ଭୁବନେଶ୍ୱର: ପୁଣି ତେଜିଲା ଡେରାସ ଜମି ଦୁର୍ନୀତି ବିରୋଧରେ ଜନ ଆନ୍ଦୋଳନ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏକାଠି ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ହଜାର ହଜାର ଲୋକ। ଭୁବନେଶ୍ୱର ଉପକଣ୍ଠ ଡେରାସରେ ଚାଲିଛି ବିଶାଳ ଜନ ଆନ୍ଦୋଳନ। ଡେରାସ ଚାଷୀଙ୍କ ଜମି…

ଇସ୍ରାଏଲ ସେନାକୁ ଭେଟିଲେ ନେତାନ୍ୟାହୁ…

ଇସ୍ରାଏଲ ଓ ହମାସ ଆତଙ୍କବାଦୀଙ୍କ ମଧ୍ୟରେ ଜାରି ରହିଛି ଯୁଦ୍ଧ। ଏହାରି ଭିତରେ ଗାଜା ସୀମାବର୍ତ୍ତୀ ଅଞ୍ଚଳକୁ ଗସ୍ତ କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ। ଏହି ଅବସରରେ ସେ ଗାଜାରେ ମୁତୟନ ଥିବା ଇସ୍ରାଏଲ ଡିଫେନ୍ସ ଫୋର୍ସର ସୈନିକଙ୍କ ସହ କଥା…

ଚାଷ ଜମିକୁ ଯାଉଥିବାବେଳେ ଦଳିଦେଲା ଦନ୍ତା

ଢେଙ୍କାନାଳ: ଥମୁନି ହାତୀ ଆତଙ୍କ । ଦିନକୁ ଦିନ ହାତୀଙ୍କ ଦୌରାତ୍ମ ବଢିବାରେ ଲାଗିଛି । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷ ଜୀବନ ହରାଉଛି । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ…

ପୁଣି ଥରିଲା ଆଫଗାନିସ୍ତାନ, ତୀବ୍ରତା ୬.୫ ରେକର୍ଡ

ପୁଣି ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ। ଆଜି ସକାଳୁ ଆଫଗାନିସ୍ତାନର ପଶ୍ଚିମ ଅଞ୍ଚଳରେ ତୀବ୍ର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ରେକର୍ଡ କରାଯାଇଛି। ଇଏମ୍‌ଏସ୍‌ସି ଅନୁଯାୟୀ ଭୂମିକମ୍ପର କେନ୍ଦ୍ରସ୍ଥଳର ୧୦ କିଲୋମିଟର ଗଭୀରତାରେ…