ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟଙ୍କ ସମନ…

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଜେଏମ୍ଏଫ୍ସି କୋର୍ଟର ସମନ୍କୁ ଏକ ସ୍ୱତନ୍ତ୍ର ମେସେଞ୍ଜର ଶନିବାର ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତାଙ୍କ ସରକାରୀ ବାସଭବନରେ ପ୍ରଦାନ କରିଛନ୍ତି। ଏହି ହତ୍ୟାକାଣ୍ଡରେ ଅଭିଯୁକ୍ତ ଭାବେ…

ଶିଖରଚଣ୍ଡୀ ପାହାଡ଼ରେ ଜବରଦଖଲ ହୋଇଥିବା ଆଶ୍ରମର ଉଚ୍ଛେଦ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ପାହାଡ଼ ଓ ଏହାର ପରିଧିକୁ ଏକ ପର୍ଯ୍ଯଟନସ୍ଥଳୀରେ ପରିଣତ କରିବା ଯୋଜନାର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଶନିବାର ଶିଖରଚଣ୍ଡୀଠାରେ ଥିବା ଏକ ସରକାରୀ ପ୍ଲଟ ଉପରେ ହୋଇଥିବା ବେଆଇନ ଜବରଦଖଲକୁ ଉଚ୍ଛେଦ…

ଭାରତର ଦମଦାର୍ ବିଜୟ, ପାକିସ୍ତାନ ୭ ଓ୍ବିକେଟରେ ପରାସ୍ତ…

ଅହମଦାବାଦ : ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ୮ ଥର ମୁକାବିଲା…

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ଵରୀ, ମନ୍ଦିର ବାହାରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି…

ସମ୍ବଲପୁର: ପବିତ୍ର ମହାଳୟା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ ଅନୁଷ୍ଠିତ ହୋଇଛି। ଭୋର୍‌ରେ ମା’ ସମଲେଶ୍ବରୀଙ୍କ ପୂଜାର୍ଚ୍ଚନା ପରେ ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନଙ୍କ ଦର୍ଶନ ନିମନ୍ତେ ମନ୍ଦିର ଖୋଲା…

ନିଶା ଦେଇ ଟ୍ରେନ୍‌ ଯାତ୍ରୀଙ୍କୁ ଲୁଟୁଥିବା ମୁସ୍କାନ ଓ ତାଙ୍କର ୩ ସହଯୋଗୀ ଗିରଫ…

ଭୁବନେଶ୍ବର : ନିଜର ଆକର୍ଷଣୀୟ ଚେହେରାରେ ଫସାଉଥିଲେ। ଆଉ ନିଶା ଦେଇ ଟ୍ରେନ୍‌ ଯାତ୍ରୀଙ୍କୁ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱରର ବ୍ୟସ୍ତବହୁଳ ମାଷ୍ଟର କ୍ୟାଣ୍ଟିନ୍‌ରେ ନିଜର ଅପରାଧୀକ ସାମ୍ରାଜ୍ୟ ବିସ୍ତାର କରୁଥିଲେ ମୁସ୍କାନ ଓରଫ ସରିଫା ଖାତୁନ୍‌। ଆଜି ଭୁବନେଶ୍ୱର…

ଇସ୍ରାଏଲ୍‌ରୁ ୨୩୫ ଭାରତୀୟଙ୍କୁ ନେଇ ଫେରିଲା ‘ଅପରେସନ୍‌ ଅଜୟ’ର ଦ୍ବିତୀୟ ବିମାନ…

ନୂଆଦିଲ୍ଲୀ: ‘ଅପରେସନ୍‌ ଅଜୟ’ ବ୍ୟବସ୍ଥାରେ ଯୁଦ୍ଧ-ବିକ୍ଷତ ଇସ୍ରାଏଲ୍‌ରୁ ଦ୍ବିତୀୟ ବ୍ୟାଚ୍‌ରେ ୨୩୫ ଭାରତୀୟଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ଆଜି ସକାଳେ ନିରାପଦରେ ଭାରତରେ ପହଞ୍ଚିଛି। ଆଜି ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ…

ବ୍ଲଡ କ୍ୟାନସର ରୋଗୀଙ୍କୁ ମିଳିବ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା, ଭାରତର ପ୍ରଥମ ସ୍ବଦେଶୀ ସିଏଆର-ଟି ଥେରାପିକୁ…

ନୂଆଦିଲ୍ଲୀ : ବ୍ଲଡ କ୍ୟାନସର ରୋଗୀଙ୍କ ଚିକିତ୍ସା ପାଇଁ ଭାରତରେ ଏକ ଅତ୍ୟାଧୁନିକ ଚିକିତ୍ସା ପ୍ରଣାଳୀକୁ ଅନୁମୋଦନ କରାଯାଇଛି। ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସକୋ) ବିଶେଷଜ୍ଞ କାର୍ଯ୍ୟ କମିଟିର ସୁପାରିଶ କ୍ରମେ ଭାରତର ପ୍ରଥମ…

ରାହୁଲ ପଛୁଆବର୍ଗଙ୍କୁ ଅପମାନିତ କରୁଥିବା ଅଭିଯୋଗ…

ହାଇଦ୍ରାବାଦ  : ଗୋଟିଏ ପଟେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଜାତିଗତ ଜନଗଣନା କରିବେ ବୋଲି ପ୍ରତିଶ୍ରୁତି ଦେଇ କ୍ରମାଗତ ଭାବରେ ଓବିସି ପ୍ରସଙ୍ଗ ଉଠାଉଛନ୍ତି, ଯାହା ଦ୍ୱାରା ତାଙ୍କ ଦଳ ଦେଶର ବୃହତ୍ତମ ଜନସଂଖ୍ୟା ଓବିସିର ସମର୍ଥନ ପାଇପାରିବ। କିନ୍ତୁ ଅପରପକ୍ଷରେ, ନିର୍ବାଚନୀ…

ପ୍ରଚାର ଖର୍ଚ୍ଚ ଉପରେ ଲାଗିଲା ବ୍ରେକ୍‌, ଆସିଲା ପ୍ରାର୍ଥୀଙ୍କ ରେଟ୍‌ଚାର୍ଟ…

ନୂଆଦିଲ୍ଲୀ : ବାଜି ସାରିଛି ନିର୍ବାଚନୀ ବିଗୁଲ। ଆଗକୁ ୫ ରାଜ୍ୟରେ ହେବ ବିଧାନସଭା ନିର୍ବାଚନ। ଏଥିପାଇଁ ସବୁ ଦଳର ନେତାମାନେ ଆରମ୍ଭ କରିଦେଛନ୍ତି ଜୋରସୋର୍‌ରେ ପ୍ରଚାର। ତେବେ ଏହି ପ୍ରଚାରକୁ ନେଇ ନିର୍ବାଚନ କମିଶନ ମଧ୍ୟ କଡ଼ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରାର୍ଥୀ ଓ ରାଜନୈତିକ…

ପୁଣି ଜେଲ ଭିତରୁ ଜ୍ୟାକ୍‌ଲିନଙ୍କୁ ଲଭ୍‌ ଲେଟର୍‌ ଲେଖିଲା ମହାଠକ ସୁକେଶ

ନୂଆଦିଲ୍ଲୀ : ପୁଣି ଜେଲ ଭିତରୁ ଚିଠି ଲେଖିଲା ମହାଠକ ସୁକେଶ ଚନ୍ଦ୍ରଶେଖର। ନିଜ ଲେଡି ଲଭ୍‌ ଜ୍ୟକ୍‌ଲିନ୍‌ ଫର୍ଣ୍ଣାଣ୍ଡିଜଙ୍କ ପାଇଁ ପୁଣି ଲଭ୍‌ ଲେଟ୍‌ର ଜାରି କଲା ସୁକେଶ। ଏହି ଚିଠିରେ ଜ୍ୟାକ୍‌ଲିନ୍‌ଙ୍କୁ ‘ ବାଘୁଣୀ ବୋମ୍ମା ବେବି’ କହିବା ସହ ୯ ଦିନର ନବରାତ୍ର ବ୍ରତ ରଖିବାକୁ କହିଛି…