ପବିତ୍ର ମହାଳୟା ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ଲାଗି ପୁରୀ ଓ ଯାଜପୁରରେ ଶ୍ରଦ୍ଧାଳୁଙ୍କ ଭିଡ଼…
ଭୁବନେଶ୍ବର: ଅଶ୍ୱିନ କୃଷ୍ଣ ପ୍ରତିପଦା ଠାରୁ ଆରମ୍ଭ ହୋଇଥିବା ଅପରପକ୍ଷ ବା ପିତୃପକ୍ଷଙ୍କ ଆବାହନର ଅନ୍ତିମ ଦିବସ ହେଉଛି ପବିତ୍ର ମହାଳୟା। ଏହି ଦିନ ପିତୃପୁରୁଷଙ୍କୁ ପିଣ୍ଡଦାନଭଳି ପରମ୍ପରା ଉତ୍କଳୀୟ ସସ୍କୃତିରେ ଦେଖିବାକୁ ମିଳିଥାଏ। ମହାଳୟା ଅମାବାସ୍ୟାରେ ପିତୃକୁଳ ଓ ମାତୃକୁଳକୁ…