ପଠାନ୍କୋଟ୍ ଆକ୍ରମଣର ମାଷ୍ଟରମାଇଣ୍ଡ ସାହିଦ୍କୁ ହତ୍ୟା…
ଭାରତର ମୋଷ୍ଟ ଓ୍ୱାଣ୍ଟେଡ୍ ତଥା ପଠାନ୍କୋଟ୍ ଆକ୍ରମଣର ମାଷ୍ଟରମାଇଣ୍ଡ ସାହିଦ ଲତିଫକୁ ହତ୍ୟା। ପାକିସ୍ତାନର ସିଆଲ୍କୋଟ୍ରେ ଅଜ୍ଞାତ ଆକ୍ରମଣକାରୀମାନେ ସାହିଦକୁ ଗୁଳି କରି ହତ୍ୟା କରିଛନ୍ତି। ଏହି ହତ୍ୟା ପରେ ଆତଙ୍କବାଦୀ ସଙ୍ଗଠନ ଜୈଶ୍-ଏ-ମହମ୍ମଦକୁ ଏକ ବଡ଼ ଝଟ୍କା…