ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଅମିତ ରୋହିଦାସଙ୍କୁ ଓଡ଼ିଶା ସରକାର ଦେବେ ଦେଢ଼ କୋଟି ଟଙ୍କାର ପୁରସ୍କାର…

ଭୁବନେଶ୍ବର: ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଭାରତୀୟ ଟିମ୍‌ର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଲ୍ଲେଖଯୋଗ୍ୟ, ଜାତୀୟ ଉପକନିଷ୍ଠ ପ୍ରତିଯୋଗିତାରେ…

ସୁନ୍ଦରଗଡ଼ ଜିଲ୍ଲାରେ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୬ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ…

ରାହୁଲ ଗାନ୍ଧୀଙ୍କ ବିକୃତଚିତ୍ର ପ୍ରଦର୍ଶନ ବିରୋଧରେ କଂଗ୍ରେସର ପ୍ରତିବାଦ…

ଭୁବନେଶ୍ୱର, ୭।୧୦ : ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶୁକ୍ରବାର ମୋଦି ସରକାରଙ୍କ ଘୃଣା ଓ ହିଂସା ରାଜନୀତି ପ୍ରତିବାଦରେ ବିକ୍ଷୋଭ କରାଯାଇଛି। ଭାଜପା ଓ…

ନୂଆ ବର୍ଷରେ ମେଟ୍ରୋ ଶିଳାନ୍ୟାସ, ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବେ ରାଜ୍ୟ ସରକାର…

ଭୁବନେଶ୍ବର: ଜାନୁଆରୀ ପହିଲାରେ ମେଟ୍ରୋ ରେଲ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଭୁବନେଶ୍ବର ମେଟ୍ରୋ ରେଲ ଡିପିଆରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବାକୁ ଥିବାବେଳେ…

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ। ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି…

ଭାରତୀୟଙ୍କ ପାଇଁ ଜାରି ହେଲା ସତର୍କ ସୂଚନା…

ଜେରୁଜେଲମ୍ : ପାଲେଷ୍ଟାଇନର ଗାଜାରୁ ହମାସା ଆତଙ୍କବାଦୀମାନେ ରକେଟ ମାଡ଼ କରିବା ପରେ ଇସ୍ରାଏଲରେ ଯୁଦ୍ଧ ପରିସ୍ଥିତି ଘୋଷଣା ହୋଇଛି। ମାତ୍ର ୨୦ ମିନିଟରେ ହାମସା ପକ୍ଷରୁ ୫ ହଜାର ରକେଟ ଇସ୍ରାଏଲ ଉପରେ ମାଡ଼ କରାଯିବାରୁ ୪୦ ଜଣଙ୍କ ଜୀବନ ଗଲାଣି। ଆତଙ୍କବାଦୀମାନେ ଇସ୍ରାଏଲର କିଛି ସହରରେ…

ପ୍ରଥମେ ପତ୍ନୀ ଓ ଦୁଇ ପିଲାଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ନିଜ ଜୀବନ ବି ନେଲେ

ନ୍ୟୁଜର୍ସି : ନିଜ ହାତରେ ଛାରଖାର କରିଦେଲେ ନିଜ ହସଖୁସିର ସଂସାର। ପ୍ରଥମେ ପତ୍ନୀ ଓ ଦୁଇ ପିଲାଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ନିଜ ଜୀବନ ବି ନେବାକୁ ପଛାଇଲେ ନାହିଁ। ଏପରି ଏକ ଅଭାବନୀୟ ଘଟଣା ୟୁକ୍ତରାଷ୍ଟ୍ର ଆମେରିକାର ନ୍ୟୁ ଜର୍ସିରେ ଘଟିଛି। ମୃତକ ପରିବାର…

ସିକ୍କିମ ବନ୍ୟା ମୃତ୍ୟୁସଂଖ୍ୟା ୫୬କୁ ବୃଦ୍ଧି, ଏବେବି ଶତାଧିକଙ୍କ ପତ୍ତା ମିଳୁନି…

ଗାଙ୍ଗଟକ : ସିକ୍କିମରେ ଅଚାନକ ମାଡି ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ମୃତ୍ୟୁସଂଖ୍ୟା 56କୁ ବୃଦ୍ଧି ପାଇଛି। 26 ଜଣଙ୍କ ମୃତଦେହ ଉଦ୍ଧାର କରାଯାଇ ଥିବାବେଳେ 30 ଜଣଙ୍କ ମୃତଦେହ ପଶ୍ଚିମବଙ୍ଗର ତୀସ୍ତା ନଦୀ ଅବବାହିକାରେ ଲାଗିଛି। ପ୍ରଳୟଙ୍କାରୀ ଏହି ବନ୍ୟାରେ ଭାସି ଯାଇଥିବା 142 ଜଣ…

ଆମେ ଇସ୍ରାଏଲ ସହିତ ଛିଡ଼ା ହୋଇଛୁ: ମୋଦି…

ନୂଆଦିଲ୍ଲୀ,୭।୧୦ : ଆତଙ୍କବାଦୀ ସଂଗଠନ ହମାସ ଇସ୍ରାଏଲ ଉପରେ ହୋଇଥିବା ବିପଜ୍ଜନକ ଆକ୍ରମଣ ପରେ ବର୍ତ୍ତମାନ ଇସ୍ରାଏଲ ବାୟୁସେନା ମଧ୍ୟ ଆତଙ୍କବାଦୀଙ୍କୁ ଉଚିତ ଉତ୍ତର ଦେବା ଆରମ୍ଭ କରିଛି। ଏହି ସମୟରେ ଭାରତ ମଧ୍ୟ ନିଜର ବନ୍ଧୁତ୍ୱପୂର୍ଣ୍ଣ ଦେଶ ପାଇଁ ଏକ ବିବୃତ୍ତି ଜାରି କରିଛି।…

ଆସନ୍ତା ୧୦ରେ ଏସୀୟ କ୍ରୀଡ଼ା ପ୍ରତିଯୋଗୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ : ଏସୀୟ କ୍ରୀଡ଼ାରେ ଭାରତୀୟ ପ୍ରତିଯୋଗୀଙ୍କ ସଫଳତା ପରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା। ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ…