ଏସସିବି ଆଇସିୟୁରେ ମ୍ୟୁଜିକ୍ ଥେରାପି, ଭକ୍ତି ଆରାଧନାର ବାଜିବ ଧୂନ୍

କଟକ: ଆଇସିୟୁରେ ମ୍ୟୁଜିକ । କଟକ ଏସସିବି ବଡ଼ ମେଡିକାଲର ସମସ୍ତ ଆସିଇୟୁରେ ଉପଲବ୍ଧ ହେବ ମ୍ୟୁଜିକ ସିଷ୍ଟମ। ଏକଦମ ସ୍ଲୋ-ଇନଷ୍ଟ୍ରୁମେଣ୍ଟାଲ ମ୍ୟୁଜିଜ ଅହରାତ୍ର ଆଇସିୟୁରେ ବାଜିବ।  ଯାହାଦ୍ୱାରା ରୋଗୀ ମଧ୍ୟ…

ଚନ୍ଦ୍ରରେ ଆରମ୍ଭ ହେଲା ଅନ୍ଧାରର ରାଜୁତି; ସବୁଦିନ ପାଇଁ ଶୋଇଲା ଚନ୍ଦ୍ରଯାନ-୩!

ନୂଆଦିଲ୍ଲୀ: ଭାରତର ମହତ୍ୱାକାଂକ୍ଷୀ ଚନ୍ଦ୍ର ଅଭିଯାନ ଚନ୍ଦ୍ରଯାନ-୩ ସେପ୍ଟେମ୍ବର ପ୍ରାରମ୍ଭରୁ ଚନ୍ଦ୍ରରେ ନିଦ୍ରାହୀନ ଅବସ୍ଥାରେ ରହଥିଲା। ବିକ୍ରମ ଲ୍ୟାଣ୍ଡର ଏବଂ ପ୍ରଜ୍ଞାନ ରୋଭର ସମେତ ଏହି ମିଶନକୁ ଏହାର କାର୍ଯ୍ୟ ଶେଷ କରିବା ପରେ (ସ୍ଲିପ୍‌ ମୋଡ୍‌) ନିଦ୍ରା ମୋଡରେ ରଖାଯାଇଥିଲା।…

ଜାରି ହେଲା ମାର୍ଗଦର୍ଶିକା; ରାତି ୧୨ଟା ଯାଏଁ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ…

ଭୁବନେଶ୍ବର: ଦୁର୍ଗା ପୂଜା ରାଜଧାନୀ ଚଳଚଞ୍ଚଳ ହୋଇଉଠିଛି। କାରିଗରମାନେ ମା’ଙ୍କ ମୂର୍ତ୍ତି ନିର୍ମାଣ, ପୂଜା ମଣ୍ଡପ ନିର୍ମାଣରେ ବ୍ୟସ୍ତ ଅଛନ୍ତି। ସେହିପରି ଦୁର୍ଗାପୂଜା ଆୟୋଜକ କମିଟି ପ୍ରସ୍ତୁତ ଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ କଳାକାରମାନେ ଦିନରାତି ରିହରସଲ…

ବିଜୟ ସହ ବିଶ୍ବକପ୍‌-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ

ଅହମଦାବାଦ : ଆଇସିସି ବିଶ୍ବକପର ଉଦଘାଟନୀ ମ୍ୟାଚରେ ଇଂଲଣ୍ଡକୁ ୯ ଓ୍ବିକେଟରେ ହରାଇଦେଇଛି ନ୍ୟୁଜିଲାଣ୍ଡ । ଏହା ସହିତ ୨୦୧୯ ବିଶ୍ବକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ନ୍ୟୁଜିଲାଣ୍ଡ। ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନର ଲକ୍ଷ୍ୟ ରଖିଥିଲା ଇଂଲଣ୍ଡ । ଏହି ଲକ୍ଷ୍ୟକୁ ନ୍ୟୁଜିଲାଣ୍ଡ ୩୭ ତମ…

ମେସ୍‌ର ବନ୍ଦ ରୁମ୍‌ରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଉଦଳା: ମେସ୍‌ରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନଏସି ୩ ନଂ ୱାର୍ଡରେ ଥିବା ଏକ ମେସ୍‌ରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା…

ନ୍ୟୁଜ କ୍ଲିକ୍ ପ୍ରତିଷ୍ଠାତା ପ୍ରବୀର ପୁରକାୟସ୍ଥ ଓ ଏଚ ଆର ମୁଖ୍ୟ ଅମିତ ଚକ୍ରବର୍ତ୍ତୀ ଗିରଫ…

ନୂଆଦିଲ୍ଲୀ: କଶ୍ମୀର ଓ ଅରୁଣାଚଳ ପ୍ରଦେଶକୁ ବିବାଦୀୟ ଅଞ୍ଚଳ ଦର୍ଶାଇ ଷଡଯନ୍ତ୍ର ରଚିଥିବା ଅଭିଯୋଗରେ ଦିଲ୍ଲୀ ପୁଲିସ NewsClick (ନ୍ୟୁଜ କ୍ଲିକ୍) ପ୍ରତିଷ୍ଠାତା ପ୍ରବୀର ପୁରକାୟସ୍ଥ ଓ ଏଚ ଆର ମୁଖ୍ୟ ଅମିତ ଚକ୍ରବର୍ତ୍ତୀଙ୍କୁ ଗିରଫ କରିଛି। ପୁଲିସ ଦାବି କରିଛି ଯେ ପୁରକାୟସ୍ଥ,…

ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ, ସୁନାମୀ ଚେତାବନୀ

ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ । ଭୂମିକମ୍ପ ପରେ ଜାପାନର ପାଣିପାଗ ବିଭାଗ ମଧ୍ୟ ସୁନାମୀ ଚେତାବନୀ ଦେଇଛି। ୫ ଅକ୍ଟୋବର ଦିନ ଜାପାନୀ ସମୟ ୧୧ ଟା ବେଳେ ଏହି ଭୂକମ୍ପ ଘଟିଥିଲା। ଜାପାନର ଇଜୁ ଦ୍ୱୀପରେ ୧ ମିଟର ଉଚ୍ଚତା ବିଶିଷ୍ଟ ତରଙ୍ଗ ପୂର୍ବାନୁମାନ କରିଥିବାବେଳେ…

ମଦ ନୀତି ମାମଲାରେ ‘ଆପ୍‌’କୁ ଅଭିଯୁକ୍ତ କରାଯିବା କଥା ସୁପ୍ରିମ୍‌ କୋର୍ଟଙ୍କୁ କହିବ ‘ଇଡି’

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ‘ଆମ୍‌ ଆଦ୍‌ମି ପାର୍ଟି’କୁ ଅଭିଯୁକ୍ତ କରିବ ବୋଲି ଆଜି ‘ପ୍ରବର୍ତ୍ତନ ନିର୍ଦେଶାଳୟ’ ସୁପ୍ରିମ୍‌ କୋର୍ଟଙ୍କୁ ସୂଚନା ଦେବାକୁ ଯାଉଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ଏହି ମାମଲାରେ ହିତାଧିକାରୀ ବୋଲି କୁହାଯାଉଥିବା ରାଜନୈତିକ…

ମଧ୍ୟପ୍ରଦେଶ ସରକାରଙ୍କ ବଡ଼ ଘୋଷଣା; ଚାକିରିରେ ମହିଳାଙ୍କୁ ମିଳିବ ୩୫% ସଂରକ୍ଷଣ…

ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ମଧ୍ୟପ୍ରଦେଶ ସରକାର ଖେଳିଛନ୍ତି ମହିଳା କାର୍ଡ। ଏଣିକି ମଧ୍ୟପ୍ରଦେଶରେ ସମସ୍ତ ସରକାରୀ ଚାକିରିରେ ୩୫% ସଂରକ୍ଷଣ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା…

ବିନା ସାତ ଫେରାରେ ହିନ୍ଦୁ ବିବାହ ବୈଧ ନୁହେଁ: କୋର୍ଟ

ପ୍ରୟାଗରାଜ: ପ୍ରଥମ ସ୍ୱାମୀଙ୍କ ଠାରୁ ଛାଡ଼ପତ୍ର ନ ନେଇ ଦ୍ୱିତୀୟ ବିବାହ କରିଥିବା ଦାବିକୁ ଆହ୍ଲାବାଦ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ହିନ୍ଦୁ ଆଇନ ଅନୁଯାୟୀ ଏହା ଜରୁରୀ ଯେ ‘ସାତ ଫେରା’ ବିନା ହିନ୍ଦୁ ବିବାହ ବୈଧ ନୁହେଁ ବୋଲି କୋର୍ଟ ମତ ଦେଇଛନ୍ତି। କୋର୍ଟ ଏହା ମଧ୍ୟ ଉଲ୍ଲେଖ…