ଏଲିଶା ଟେଷ୍ଟିଙ୍ଗ ହିଁ ପ୍ରକୃତ ସ୍କ୍ରବ ଟାଇଫସ ରୋଗ ଚିହ୍ନଟ କରି ପାରିବ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…
ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି । ସ୍କ୍ରବ୍ ଟାଇଫସ୍ ଆତଙ୍କ ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି । ଏପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ଵସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।
ସେ…