କମର୍ସିଆଲ୍ ଗ୍ୟାସ୍ ଦର ବୃଦ୍ଧି…
ଭୁବନେଶ୍ୱର : ଅକ୍ଟୋବର ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଝଟକା। କମର୍ସିଆଲ୍ ଏଲପିଜି ସିଲିଣ୍ଡର ମୂଲ୍ୟ ବୃଦ୍ଧି କଲେ ତୈଳ କମ୍ପାନୀ। ଆଜିଠାରୁ ନୂଆ ଦର ଲାଗୁ କରାଯାଇଛି। ନୂଆ ଦର ଅନୁସାରେ, ଗ୍ୟାସ୍ ସିଲିଣ୍ଡର୍ ପିଛା 209 ଟଙ୍କା ବୃଦ୍ଧି ପାଇଛି। ଏହି ବୃଦ୍ଧି ପରେ ରାଜଧାନୀ ଦିଲ୍ଲୀରେ 19…