ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୩୦ ପ୍ରବଳରୁ ଅତି ପ୍ରବଳ ବର୍ଷିବ..!
ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପୂର୍ବରୁ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ୩୦…