ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ ଟାଇଫସ୍ ରୋଗୀ ଚିହ୍ନଟ, ୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା…

ସୁନ୍ଦରଗଡ଼: ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ ଆତଙ୍କ । ସୁନ୍ଦରଗଡ ଜିଲ୍ଲାରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟ ୨୫୦କୁ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ…

ଆଇଏଏସ ଅଧିକାରୀ ରିଙ୍କୁ ଦୁଗାଙ୍କୁ ବାଧ୍ୟତାମୂଳକ ଅବସର…

ଆଇଏଏସ୍ ଅଧିକାରୀ ରିଙ୍କୁ ଦୁଗାଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର। ଅଧିକାରୀଙ୍କ କ୍ୟାରିୟର ରେକର୍ଡକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି। ଗତ ବର୍ଷ ହୋଇଥିଲା ବଦଳି। 1994-ବ୍ୟାଚ୍ AGMUT(ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ, ୟୁନିଅନ୍ ଟେରିଟୋରି)…

ଆଇଏନଏସ ଚିଲିକାରୁ ପାସ୍ ହେଲେ ୨,୮୯୫ ଜଣ ଅଗ୍ନିବୀର…

ଭୁବନେଶ୍ୱର: ଆଇଏନ୍ଏସ୍ ଚିଲିକାରୁ ମଙ୍ଗଳବାର ୪୪୮ ଜଣ ମହିଳାଙ୍କ ସମେତ ୨,୮୯୫ ଜଣ ଅଗ୍ନିବୀର ଉତ୍ତୀର୍ଣ୍ଣ ହୋଇଛନ୍ତି। ଦକ୍ଷିଣ ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ୍-ଚିଫ ଭାଇସ ଆଡମିରାଲ ଏମ. ଏ. ହାମ୍ପିହୋଲି ପାସିଂ ଆଉଟ୍ ପରେଡର ସମୀକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ…

ଗୃହରେ ପାରିତ ହେଲା ଓଡ଼ିଶା ଆପାର୍ଟମେଣ୍ଟ ବିଲ୍-୨୦୨୩…

ଭୁବନେଶ୍ବର: ବିଧାନସଭାରେ ମଙ୍ଗଳବାର ଦିନ ୬ଟି ବଲି ପାରିତ ହୋଇଯାଇଛି। ସେଗୁଡ଼ିକ ହେଲା ଓଡିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ବିଲ୍ ୨୦୨୩, ପଦ ଓ ସେବା ସଂରକ୍ଷଣ ବିଲ୍‌, ଓଡ଼ିଶା ଚକବନ୍ଦୀ ବିଲ୍‌, ଓଡ଼ିଶା ଓବିସି କମିସନ ସଂଶୋଧନ ବିଲ୍‌, ଦ୍ରବ୍ୟ ଓ ସେବା କର ବିଲ୍‌ ଏବଂ ପୌର…

ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ଓ ସିସୋରର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶଙ୍କ ବିରୋଧରେ ଅତିରିକ୍ତ ଅଭିଯୋଗ ଆଣିଲା…

ଭୁବନେଶ୍ବର: ସିସୋର ଆର୍ଥିକ ହେରଫେର ମାମଲାରେ ଫସିଥିବା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଂଜନ ବିଶ୍ବାଳଙ୍କ ବିରୋଧରେ ଚାଲିଥିବା ମାମଲାରେ ତଦନ୍ତକାରୀ ଏଜେନ୍ସି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ଅତିରିକ୍ତ ଅଭିଯୋଗ ଦାୟର କରିଛି। ସୂଚନା ଅନୁସାରେ, ଗତ ଅଗଷ୍ଟ ୧୪…

ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ…

ଭୁବନେଶ୍ଵର: ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ । ଏହି ଦିନକୁ ସରକାରୀ ଛୁଟିଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ‘ପ୍ରୋଫେଟ ମହମ୍ମଦଙ୍କ ଜୟନ୍ତୀ’ ଅବସରରେ ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ରାଜ୍ୟ…

ତାମିଲନାଡୁକୁ କାବେରୀ ନଦୀ ଜଳ ଛାଡିବା ପ୍ରସଙ୍ଗ: ଆଜି ବେଙ୍ଗାଲୁରୁ ବନ୍ଦ ଡାକରା…

ବେଙ୍ଗାଲୁରୁ : ପଡୋଶୀ ତାମିଲନାଡୁକୁ କାଭେରୀ ନଦୀ ଜଳ ଛାଡିବା ପ୍ରସଙ୍ଗକୁ ନେଇ କର୍ଣ୍ଣାଟକରେ ବିରୋଧ ଚାଲିଛି । ଏହାରି ମଧ୍ୟରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି । ଆଜି କର୍ଣ୍ଣାଟକ କାର୍ଯ୍ୟକର୍ତ୍ତା ବତ୍ତଲ…

ସ୍କୁଲ ବସ୍‌ ସହ ଅଟୋ ଧକ୍କା, ଚାଲିଗଲା ୫ ଜୀବନ…

କେରଳର କାସାରାଗୋଡରେ ସ୍କୁଲ ବସ୍‌ ଏବଂ ଅଟୋ ରିକ୍ସା ଧକ୍କା ହୋଇ ଚାଲିଯାଇଛି ୪ ଜଣ ମହିଳା ସମେତ ୫ ଜଣଙ୍କ ଜୀବନ । ପୋଲିସ ସୂଚନା ମୁତାବକ, ବସ୍‌ଟି ପିଲାଙ୍କୁ ସ୍କୁଲରୁ ଘରେ ଛାଡି ଆସିବା ସମୟରେ ଅଟୋ ସହିତ ଧକ୍କା ହୋଇଥିଲା, ଫଳରେ ଏହି ଦୁର୍ଘଟଣା ଘଟିଛି । ଖବର…

ବାଣୀବିହାର ମେଟ୍ରୋ ଟାଓ୍ବାରରେ ଅଗ୍ନିକାଣ୍ଡ, ଦୁଇ ନାବାଳକ ଉଦ୍ଧାର…

ଭୁବନେଶ୍ବର: ବାଣୀବିହାର ମେଟ୍ରୋ ଟାଓ୍ବାରରେ ଭୟାବହ ଅଗ୍ନିକାଣ୍ଡ । ଗତକାଲି କୋଠାର ୫ମ ମହଲାରେ ନିଆଁ ଲାଗିଯାଇଥିଲା । ଖବର ପାଇ ମଞ୍ଚେଶ୍ବର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏଥିସହ ଘଟଣାସ୍ଥଳରେ ଫସିଥିବା ଦୁଇ ନାବାଳକଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି…