ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି

ସମ୍ବଲପୁର : ଦିନଟିଏ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଫଳରେ ମାଁ ସମଲେଶ୍ୱରୀଙ୍କ ପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି । ସ୍ଥାନୀୟ ଜନ ସମୁଦାୟଙ୍କ ଦାବି ଅନୁସାରେ ନୂଆଁଖାଇ ପରଦିନ…

କାଲିଠାରୁ ନୂଆ ବିଲଡିଂରେ ବସିବେ ସାଂସଦ…

ଆସନ୍ତାକାଲି ଠାରୁ ଆଉ ସଂସଦର ପୁରୁଣା ବିଲଡିଂରେ କୌଣସି ଅଧିବେଶନ ବସିବ ନାହିଁ। ସ୍ୱାଧୀନତା ପରଠାରୁ ପୁରୁଣା ବିଲଡିଂରେ ହିଁ ସଂସଦର କାର୍ଯ୍ୟ ସବୁ କରାଯାଉଥିଲା। କିନ୍ତୁ ଆସନ୍ତାକାଲି ଠାରୁ ସଂସଦର ନୂଆ ବିଲଡିଂରେ ସାଂସଦମାନେ ବସିବେ। ଉଭୟ ଲୋକସଭା ଓ ରାଜ୍ୟସଭାର…

ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ, ବରଗଡରେ ସ୍ୱତନ୍ତ୍ର ଡାକ୍ତରୀ ଦଳ…

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ…

ବିଜେପି ସହ ସମ୍ପର୍କଚ୍ଛିନ୍ନ କଲା ଏଆଇଏଡିଏମକେ…

ତାମିଲନାଡୁରେ ବିଜେପି ସହ ସବୁ ପ୍ରକାରର ସମ୍ପର୍କଚ୍ଛିନ୍ନ କରି ଦେଇଛି ଏଆଇଏମଡିଏମକେ। ରାଜ୍ୟ ବିଜେପି ମୁଖ୍ୟ କେ ଆନ୍ନାମଲାଇଙ୍କ ବିବାଦୀୟ ବୟାନ ପାଇଁ ଏଆଇଏମଡିଏମକେ ଏପରି ନିଷ୍ପତ୍ତି ନେଇଛି। ଆନ୍ନାମଲାଇ ଏଆଇଏମଡିଏମକେର ପ୍ରତିଷ୍ଠାତା ଏମଜିଆରଙ୍କ ମେଣ୍ଟୋର…

‘ସମ୍ୱାଦ’ ଅଫିସରେ EOWର ଚଢାଉ…

ଭୁବନେଶ୍ବର : ଭୁବନେଶ୍ବର ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ EOWର ଟିମ୍ । ଖବରକାଗଜ ଅଫିସରେ ୧୨ ଜଣିଆ ଟିମ୍ ପହଞ୍ଚିଛି । କର୍ମଚାରୀଙ୍କୁ ଋଣ ମାମଲାରେ ସମ୍ବାଦ ଖବରକାଗଜ ଅଫିସରେ ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । ତେବେ ଏନେଇ ସମ୍ବାଦ କର୍ତୃପକ୍ଷ କି…

ଇଣ୍ଡିଆ ଏକତାକୁ ‘ବାମ’ ଝଟକା…!

ବିଜେପି ବିରୋଧରେ ଏକାଠି ହୋଇଥିବା ବିରୋଧୀ ମେଣ୍ଟ ଇଣ୍ଡିଆ ଏକତାକୁ ଶକ୍ତ ଝଟକା। ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ-ଏମ ବଡ଼ ପଦକ୍ଷେପ ନେଇଛି। ବେଙ୍ଗଲ ଓ କେରଳରେ ସିପିଆଇ-ଏମ ମେଣ୍ଟ ବିରୋଧରେ ଯିବାକୁ ନିଷ୍ପତ୍ତି ନେଇଛି। ଏହି ଦୁଇ ରାଜ୍ୟରେ ସିପିଆଇ-ଏମର ସିଧାଲଢ଼େଇ…

ଆସନ୍ତା ୨୫ରେ ଏନଆରଟିଏସ ପରୀକ୍ଷା…

କଟକ: ଆସନ୍ତା ୨୫ ରେ ନ୍ୟାସନାଲ ରୁରାଲ ଟାଲେଣ୍ଟ ସ୍କଲାରସିପ (ଏନଆରଟିଏସ) ପରୀକ୍ଷା। । ରାଜ୍ୟର ୫୭ ହଜାର ୮୫୧ ଜଣ ଛାତ୍ରଛାତ୍ରୀ ଦେଉଛନ୍ତି ଏହି ପରୀକ୍ଷା। ରାଜ୍ ୩୭୦ ଟି କେନ୍ଦ୍ରରେ ହେବ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ପରୀକ୍ଷା। www.bseodisha.ac.in…

ଝାରଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଆଶ୍ୱସ୍ତି, ହାଇକୋର୍ଟ ଯିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ…

ମନିଲଣ୍ଡରିଂ ମାମଲାରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିନି ଆଶ୍ୱସ୍ତି। ଇଡି ତାଙ୍କୁ ଏହି ମାମଲାରେ ହାଜର ହେବାକୁ ସମନ କରିଥିଲା। ଏହା ବିରୋଧରେ ହେମନ୍ତ ସୋରେନ ସୁପ୍ରିମକୋର୍ଟ ଯାଇଥିଲେ। କିନ୍ତୁ ଏହାର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ମନା…

ମନ୍ଦିର ପ୍ରାଙ୍ଗଣରେ ଥିବା ବଉଳ ଗଛରୁ ପଡିଲା ପୁଳା ପୁଳା ସାପ ଛୁଆ…

ଭୁବନେଶ୍ଵର: ଆଜି ହେଉଛି ବାଲି ତୃତୀୟା ଓଷା ତଥା ସୋମବାର । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ହଠାତ୍ ସେତେବେଳେ ଭକ୍ତଙ୍କ ମୁଣ୍ଡରେ ପଡିଲା ସାପ ଛୁଆ । ଭୟରେ ଭକ୍ତ ଚାରିଆଡେ ଦୌଡିବାକୁ ଲାଗିଲେ । ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ନୀଳାଦ୍ରି ବିହାର ସ୍ଥିତ…

ରାଜ୍ୟସଭା ଅଧ୍ୟକ୍ଷଙ୍କୁ କ୍ଷୋଭ ଜଣାଇଲେ ଖଡଗେ

କଂଗ୍ରେସ ମୁଖିଆ ତଥା ରାଜ୍ୟସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ଆଜି ଗୃହର ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ଆଗରେ ନିଜର କ୍ଷୋଭ ପ୍ରକାଶ କରିଛନ୍ତି। ବିରୋଧୀ ଦଳର ନେତାମାନଙ୍କୁ ସେମାନଙ୍କର ପକ୍ଷ ରଖିବାକୁ ଗୃହରେ ଉପଯୁକ୍ତ ସମୟ ମିଳୁ ନାହିଁ। ଏଥିସହ ଗୃହ…