ପୁରୀରେ ଶୁଭାରମ୍ଭ ହେଲା ବିଶ୍ଵକର୍ମା ଯୋଜନା…

ପୁରୀ: ଶୁଭାରମ୍ଭ ହୋଇଛି ପିଏମ ବିଶ୍ଵକର୍ମା ଯୋଜନା । ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ । ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ କେନ୍ଦ୍ର ସରକାର । ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ…

ଯଦି ମୁଁ ମରିଯାଏ, ଦୟାକରି ଆମ ଝିଅର ଯତ୍ନ ନେବ…

ହାଲୋ ଶୁଣ…ମୋ ଶରୀରରେ ଗୁଳି ବାଜିଛି । ପ୍ରବଳ ରକ୍ତ ବୋହୁଛି । ମୁଁ ଆଉ ବଞ୍ଚିନପାରେ । ଯଦି ମୁଁ ମରିଯାଏ, ଦୟାକରି ଆମ ଝିଅର ଯତ୍ନ ନେବ । ଏମିତି କିଛି ଶେଷଥର ପାଇଁ ଭିଡିଓ କଲ୍ କରି ନିଜ ପତ୍ନୀଙ୍କୁ କହିଥିଲେ ସହିଦ ଡିଏସପି ହୁମାୟୁନ ଭଟ୍ଟ । ତାପରେ ସବୁ କିଛି…

କନ୍ଦରପୁର ଡକାୟତି ଘଟଣା: ଆଉ ୬ ଅଭିଯୁକ୍ତ ଗିରଫ…

କଟକ: କମିସନରେଟ ପୁଲିସ କଟକ କନ୍ଦରପୁର ଡକାୟତି ଘଟଣାର ପର୍ଦାଫାଶ କରିଛି। ଏହି ମାମଲା ଡକାୟତ ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣା ଓରଫ ମଙ୍ଗୁକୁ ଦୁଇ ଦିନ ତଳେ ପୁଲିସ ଏନକାଉଣ୍ଟର କରିଥିବା ବେଳେ ଆଜି ଏହି ଗ୍ୟାଙ୍ଗର ଅନ୍ୟ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ…

ଆତଙ୍କବାଦୀଙ୍କୁ ଖୋଜି ବାହାର କରିବ ଏହି ନୂତନ ଡ୍ରୋନ, ନିୟୋଜିତ ହେଲା ହେରୋନ୍ ମାର୍କ-୨

ଶ୍ରୀନଗର: ଅନନ୍ତନାଗର କୋକେରନାଗ ଜଙ୍ଗଲରେ ଆଜି ବି ଜାରି ରହିଛି ଏନକାଉଣ୍ଟର। ଆଜି ଷଷ୍ଠ ଦିନ ହେବ ଏହି ଅଞ୍ଚଳରେ ଏନକାଉଣ୍ଟର ଚାଲିଛି। କୁହାଯାଉଛି ଉକ୍ତ ଅଞ୍ଚଳରେ ୨ ଜଣ ଆତଙ୍କବାଦୀ ଲୁଚି ରହିଥିବାର ଅନୁମାନ କରାଯାଉଛି। ଏହି ଆତଙ୍କବାଦୀଙ୍କୁ ଖୋଜିବା ଲାଗି…

ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍…

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ…

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି । ଆଉ…

ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ ବଢିବ ବର୍ଷା…

ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଟ୍ରାପ ଲାଇନ ସହ ଜଡ଼ିତ ଲଘୁଚାପ କ୍ଷେତ୍ର ଦକ୍ଷିଣ ପୂର୍ବ ରାଜସ୍ଥାନ ଓ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶର ପର୍ଯ୍ୟନ୍ତ ରହିଛି। ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ…

ଯେଉଁ ବ୍ୟକ୍ତିଙ୍କ ପାଇଁ ଜେଲ ଯାଇଥିଲେ ଯୋଗୀ, ୧୬ ବର୍ଷ ପରେ ଧରିଲା ପୁଲିସ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ୧୬ ବର୍ଷ ପୂର୍ବେ ଯେଉଁ ଯୁବକଙ୍କ ପାଇଁ ଜେଲକୁ ଯାଇଥିଲେ ସେହି ବ୍ୟକ୍ତିଙ୍କୁ ଏବେ ପୁଲିସ ଗିରଫ କରିଛି | କଥାଟି ଶୁଣିବାକୁ ଅଜବ ଲାଗୁଥିଲେ ବି ଏକଥା ଏକଦମ ସତ | ଦିନେ ଯେଉଁ ଯୁବକଙ୍କ ପାଇଁ ୧୬ ବର୍ଷ…

ପ୍ରଧାନମନ୍ତ୍ରୀଙ୍କୁ ବାଲୁକାକଳା ଜରିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ…

ପୁରୀ: ଆଜି ପବିତ୍ର ବିଶ୍ବକର୍ମା ପୂଜା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମଦିନ। ଏହି ଅବସରରେ ଆଜିଠାରୁ ଦେଶରେ ଆରମ୍ଭ ହେବାକୁ ଯାଉଛି ବିଶ୍ବକର୍ମା ଯୋଜନା । ସାରା ଭାରତରେ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ…

ବିଜେପିକୁ ହରାଇବା ମହାତ୍ମା ଗାନ୍ଧୀଙ୍କ ପ୍ରତି ଆମର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ : ମଲ୍ଲିକାର୍ଜୁନ ଖଡ଼ଗେ

ହାଇଦ୍ରାବାଦ: ୨୦୨୪ ସାଧାରଣ ନିର୍ବାଚନରେ ବିଜେପିକୁ ହରାଇବା ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତି ଆମର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ | କଂଗ୍ରେସ କାର୍ଯ୍ୟକାରିଣୀ ବୈଠକର ଦ୍ଵିତୀୟ ଦିନରେ କର୍ମୀଙ୍କୁ ଉଦବୋଧନ ଦେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଆଗାମୀ…