ଦିଲ୍ଲୀରେ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ନୂଆଦିଲ୍ଲୀ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ନବୀନ । ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ…

କଟକର ଚିତ୍ରଶିଳ୍ପୀ ଧୂଆଁରେ ଆଙ୍କିଲେ ମୋଦୀଙ୍କ ଫଟୋ…

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୩ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଭିନ୍ନ ମନ୍ତ୍ରୀ ଓ ରାଜନେତାମାନେ ଶୁଭେଚ୍ଛା ଜଣାଇଛନ୍ତି। ମୋଦୀଙ୍କ ଜନ୍ମଦିନ ଅବସରରେ ଗୁଜରାଟର ସୁରତରେ ପ୍ରାୟ ୧୦୦୦ ଅଟୋ ଚାଳକ ଯାତ୍ରୀମାନଙ୍କ ପାଇଁ…

କଲେଜରେ ଲାଗିବ ସରକାରୀ ଯୋଜନାର ହୋର୍ଡିଂ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କିତ ହୋର୍ଡିଂ ଲାଗିବ। ଏଥିସହ ଉଚ୍ଚଶିକ୍ଷା ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ସରକାରଙ୍କ…

ବନ୍ଦ ହେଲା ଲଣ୍ଡନର ଐତିହାସିକ ‘ଇଣ୍ଡିଆ କ୍ଲବ୍’…

ଲଣ୍ଡନ: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଇତିହାସ ସହ ଜଡ଼ିତ ଏକ ଅଧ୍ୟାୟ ସେପ୍ଟେମ୍ବର ୧୭ରେ ଶେଷ ହୋଇଛି। ଲଣ୍ଡନସ୍ଥିତ ‘ଇଣ୍ଡିଆ କ୍ଲବ୍’ ରବିବାର ସ୍ଥାୟୀ ଭାବେ ବନ୍ଦ ହୋଇଯାଇଛି। ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ସହ ଜଡିତ ଥିବା ଏହି କ୍ଲବ ଏକଦା ନିଜ ଦେଶଠାରୁ ଦୂରରେ ଥିବା…

ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର : ଇରାନୀ ହନିଟ୍ରାପ ବ୍ଲାକମେଲିଙ୍ଗ ମାମଲା । ଗ୍ୟାଙ୍ଗର ଆଉ ଜଣେ ସଦସ୍ୟ ଦେବାନନ୍ଦ ଜେନା ଗିରଫ। ବୋଲଗଡର ପ୍ରଶାନ୍ତ ପଟ୍ଟନାୟକଙ୍କ ମାମଲା ଆଧାରରେ ଦେବାନନ୍ଦକୁ ଗିରଫ କରାଯାଇଛି । ସେପଟେ ଆସନ୍ତା କାଲି ରିମାଣ୍ଡରେ ଆସିବ ଇରାନୀ ପାତ୍ର ସ୍ୱାମୀ…

ଭୁଲବଶତଃ ଗୁଳିଭର୍ତ୍ତି ବନ୍ଧୁକରୁ ଚାଲିଲା ଗୁଳି: ଜଣେ ସେନା ଅଧିକାରୀଙ୍କର ମୃତ୍ୟୁ…

ଶ୍ରୀନଗର: ଜମ୍ମୁକଶ୍ମୀରର ବାନ୍ଦିପୋରାସ୍ଥିତ ସେନାର ୧୪ ରାଷ୍ଟ୍ରୀୟ ରାଇଫଲ୍ସ (ଆରଆର) କ୍ୟାମ୍ପରେ ଆଜି ଏକ ଛୋଟ ଦୁର୍ଘଟଣାରେ ଜଣେ ଯବାନଙ୍କର ମୃତ୍ୟୁ ହୋଇଯାଇଛି | ବାସ୍ତବରେ ଜଣେ ସୈନିକଙ୍କ ହାତରୁ ଗୁଳି ଭର୍ତ୍ତି ବନ୍ଧୁକ ହଠାତ୍ ଖସିପଡ଼ିବାରୁ ଏଥିରୁ ଗୁଳି ଫାୟାରିଂ…

ଓଡ଼ିଶାର ୪ ଜଣ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ…

ଭୁବନେଶ୍ୱର: ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୮୪ ଜଣ କଳାକାରଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ବରିଷ୍ଠ କଳାକାରଙ୍କୁ ମର୍ଯ୍ୟାଦାଜନକ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ କରାଯାଇଛି। ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ ୭୫ ବର୍ଷରୁ ଅଧିକ ବୟସର ୮୪ ଜଣ…

ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶ୍ବକର୍ମା ପୂଜା ଅବସରରେ ଯୋଜନାର ଶୁଭାରମ୍ଭ କରାଯାଇଛି। କୌଳିକ ବୃତ୍ତିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଏପରି ଏକ ଯୋଜନାର ଆରମ୍ଭ କରିଛନ୍ତି। ଏହି ଯୋଜନା…

ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କୁ ରାଜ୍ୟ ଯୋଜନରେ ମିଳିବ ସ୍ୱତନ୍ତ୍ର ସହାୟତା…

ଭୁବନେଶ୍ୱର : ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି। ପାନ ଚାଷକୁ ‘ରାଜ୍ୟ ଯୋଜନା’ରେ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ…

ଜନ୍ମଦିନରେ ‘ଯଶୋଭୂମି’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି…

ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ଉପହାର। ‘ଯଶୋଭୂମି’ ଏକ୍ସପୋ ସେଣ୍ଟରର ପ୍ରଥମ ପର୍ଯ୍ୟାୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିଲ୍ଲୀର ଦ୍ୱାରକାଠାରେ ଇଣ୍ଟରନ୍ୟାସନାଲ କନଭେନସନ୍ ସମେତ ‘ଯଶୋଭୂମି’ ଏକ୍ସପୋ ସେଣ୍ଟରର ଉଦଘାଟନ କରିଛନ୍ତି। ଆଜି ଜନ୍ମଦିନ…