କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣା, ୫ ଅଭିଯୁକ୍ତ ଗିରଫ…

କଟକ: କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣାରେ ଆଉ ୫ ଅଭିଯୁକ୍ତ ଗିରଫ । ୫ ଅଭିଯୁକ୍ତଙ୍କୁ ଗିରଫ କଲା କନ୍ଦରପୁର ଥାନା ପୋଲିସ୍ । ଗତ ୬ ତାରିଖରେ ଅଳଙ୍କାର ବ୍ୟବସାୟୀ ବିକାଶ ପାତ୍ର ନିଜର ଦୁଇ ଚକିଆ ଗାଡିରେ ମତଗଜପୁର ଦେଇ ବ୍ୟବସାୟ କରିବା ପାଇଁ ଯାଉଥିବା ସମୟରେ…

ନୂଆ ସଂସଦ ଭବନରେ ଉଡିଲା ତ୍ରିରଙ୍ଗା…

ନୂଆ ସଂସଦ ଭବନରେ ଉଡିଲା ତ୍ରିରଙ୍ଗା। ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଗଜଦ୍ୱାରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଉପରାଷ୍ଟ୍ରପତି। ଏହି ଅବସରରେ ବାଚସ୍ପତି ଓମ୍ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ…

ଆଜି ପୁଣି ସୁନ୍ଦରଗଡ଼ରେ ୧୧ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ରୋଗକୁ…

ଉତ୍ତରାଖଣ୍ଡର ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ…

ଉତ୍ତରାଖଣ୍ଡର ମୁସୁରୀର ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ହୋଟେଲରେ ପାର୍କିଂ ହୋଇଥିବା ଦୁଇଟି ଗାଡି ପୋଡି ପାଉଁସ ହୋଇଯାଇଛି। ଖବର ଲେଖାହେବା ସୁଦ୍ଧା କୌଣସି ମୃତାହତଙ୍କ ସୂଚନା ମିଳିନଥିଲା। ସୂଚନା ଅନୁସାରେ, ମସୁରୀର…

ଜଳାନ୍ତକକୁ ସୂଚୀତ ରୋଗ ଭାବେ ଘୋଷଣା କଲେ ରାଜ୍ୟ ସରକାର…

ଭୁବନେଶ୍ୱର: ଜୀବଜନ୍ତୁଙ୍କ କାମୁ଼ଡିବା ଦ୍ୱାରା ମଣିଷ ମାନେ ଯେଉଁ ରୋଗରେ ସଂକ୍ରମିତ ହୁଅନ୍ତି ବା ଆକ୍ରାନ୍ତ ହୁଅନ୍ତି ତାଙ୍କୁ ଜଳାନ୍ତକ ରୋଗ କୁହାଯାଏ। ଏବେ ଏହାକୁ ଏକ ସୂଚୀତ ରୋଗ ବୋଲି ସରକାର ଘୋଷଣା କରିଛନ୍ତି। ସୂଚୀତ ରୋଗ ଘୋଷଣା କରିବାର ଅର୍ଥ ଏହି…

ଭିଡିଓ ଉତ୍ତୋଳନ କରୁଥିଲେ ବନ କର୍ମଚାରୀ, ମାରିଦେଲା ହାତୀ…

ହାତୀ ଆକ୍ରମଣରେ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାଟି ଘଟିଛି ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲ୍ଲାରେ। ମୃତ ବନ କର୍ମଚାରୀଙ୍କ ନାଁ ସୁଧାକର ବି ଆତରାମ। ସେ ବନ ବିଭାଗରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଶନିବାର ପଳାସଗାଁ ଜଙ୍ଗଲକୁ କିଛି ହାତୀ ଆସିଥିବା…

ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

ନୂଆଦିଲ୍ଲୀ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା ଦୁଃଖଦ ଖବର ହସ୍ତଗତ…

ରିୟଲ ଇଷ୍ଟେଟ୍ ବ୍ୟବସାୟୀ ତପନ ମହାନ୍ତିଙ୍କୁ ଇଓଡବ୍ଲୁର ପଚରାଉଚରା…

ଭୁବନେଶ୍ବର : ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍ ୱାନର ମାଲିକ ତପନ ମହାନ୍ତି ଓ ତାଙ୍କ ପୁଅଙ୍କୁ ଆଜି ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ୩ ଘଣ୍ଟା ଜେରା କରିଛି। ମିଳିଥିବା ସୂଚନା ଅନୁଯାୟୀ, ଜେଡ୍ ୱାନ୍‌ର ରଘୁନାଥପୁର ସ୍ଥିତ ଆପାର୍ଟମେଣ୍ଟନର…

୪ ଓଏଏସଙ୍କ ବଦଳି ବାତିଲ: ବଦଳିଲେ ବିଡିଏ ଏନଫୋର୍ସମେଂଟ ଅଧିକାରୀ

ଭୁବନେଶ୍ବର : ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ପୂର୍ବରୁ ବଦଳି ହୋଇଥିବା ୪ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳିକୁ ବାତିଲ କରିଥିବାବେଳେ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ) ଏନଫୋର୍ସମେଂଟ୍ ଅତିରିକ୍ତ କମିଶନର ତଥା ବରିଷ୍ଠ ଓଏଏସ୍ ହରିଶ…

କଟ‌କରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ ପ୍ରଦର୍ଶନ; କଳାପତାକା ଦେଖାଇଲେ ବିଜେପି, ହିନ୍ଦୁସେନା କର୍ମୀ

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଟକ ସହରରେ ଶନିବାର ସନ୍ଧ୍ୟାରେ ବିରୋଧ ପ୍ରଦର୍ଶନ କରାଯାଇଛି। ଖାନନଗରସ୍ଥିତ ନେତାଜୀ ବସ୍ ଟର୍ମିନାଲ... Source