ବଢିଲା ସ୍କ୍ରବ ଟାଇଫସ ଚିନ୍ତା, ଜ୍ୱର ହେଲେ ତୁରନ୍ତ ପରୀକ୍ଷା କରାଇବାକୁ ଜନସ୍ବାସ୍ଥ୍ୟ ବିଭାଗର ପରାମର୍ଶ…

ଭୁବନେଶ୍ୱର: ଡେଙ୍ଗ ପରେ ଏବେ ରାଜ୍ୟରେ ବଢିଲା ସ୍କ୍ରବ ଟାଇଫସ ଚିନ୍ତା । ବରଗଡ ଏବଂ ସୁନ୍ଦରଗଡରେ ୬ ଜଣଙ୍କର ଏହି ସ୍କ୍ରବ ଟାଇଫସରେ ମୃତ୍ୟୁ ଘଟିବା ପରେ ସ୍ୱାସ୍ଥ୍ୟ ବିଭାଗ ସଚେତନ ହୋଇଛି । ସବୁ ଜିଲ୍ଲାକୁ ଏ ନେଇ ସତର୍କ କରାଯାଇଛି । ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏହାର…

ଟ୍ରେନରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ବଗି

ଟ୍ରେନରେ ଲାଗିଲା ନିଆଁ। ହୁତୁହୁତୁ ହୋଇ ଜଳିଗଲା ବଗି। ନିଆଁରେ ଜଳି ପୋଡ଼ି ପାଉଁଶ ହୋଇଗଲା ବଗିରେ ଥିବା ଜିନିଷପତ୍ର। କିନ୍ତୁ ଅଳ୍ପକେ ବର୍ତ୍ତିଗଲେ ବଗିରେ ଥିବା ସମସ୍ତ ଯାତ୍ରୀ। ଆଜି ସକାଳେ ଗୁଜରାଟର ଗୋଧ୍ରା ଯାଉଥିବା ଗୋଟିଏ ମେମୁ ଟ୍ରେନରେ ଏପରି ଘଟଣା ଘଟିଛି।…

ବାଚସ୍ପତି ନିର୍ବାଚନକୁ ବର୍ଜନ କରିବ ବିଜେପି…

ଭୁବନେଶ୍ବର: ଆଗକୁ ହେବାକୁ ଥିବା ବାଚସ୍ପତି ନିର୍ବାଚନକୁ ଗତକାଲି କଂଗ୍ରେସ ବୟକଟ୍‌ କରିଥିବା ବେଳେ ଏହାକୁ ଏବେ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟ ବର୍ଜନ କରିବ ବୋଲି ସୂଚନା ରହିଛି। ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ବିଧାୟକ ନାଉରୀ ନାୟକ ଏହି ସୂଚନା…

ସାଙ୍ଗ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲା ୧୦ମ ଶ୍ରେଣୀ ଛାତ୍ର

ସାମ୍ନାକୁ ଆସିଛି ଅତ୍ୟନ୍ତ ବିଚଳିତ କରିବା ଭଳି ଘଟଣା। ସାମାନ୍ୟ ବ୍ୟାଗ ପାଇଁ ଜଣେ ୧୦ମ ଶ୍ରେଣୀ ଛାତ୍ର ଘଟଣାଇଛି ଅଭାବନୀୟ କାଣ୍ଡ। ସେ ତା’ର ସହପାଠୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛି। ଉତ୍ତର ପ୍ରଦେଶର ଆଲିଗଡ଼ ସହରରେ ଥିବା ଗୋଟିଏ ଜନାଶୁଣା ସରକାରୀ ସ୍କୁଲରେ ଏପରି ଘଟଣା…

ଖୋଲିଲା ହୀରାକୁଦର ଆଉ ୮ଟି ଗେଟ, ୨୨ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ…

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୮ଟି ଗେଟ । ବର୍ତ୍ତମାନ ସମୁଦାୟ ୨୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପର ମୁଣ୍ଡରେ ଜାରି ରହିଛି ଲଗାଣ ବର୍ଷା । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍…

କେରଳରେ ନିପା ଭାଇରସ୍ ଆତଙ୍କ…

କେରଳ : କେରଳରେ ନିପା ଭାଇରସ୍ ଆତଙ୍କ। କେରଳର କୋଝିକୋଡ଼ ଜିଲ୍ଲାରେ ପୁଣି ଜଣେ ଯୁବକ ନିପା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ରେ ପହଞ୍ଚିଛି। ଏହି ୩୯ ବର୍ଷୀୟ ଯୁବକଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ବର୍ତ୍ତମାନ ସେ ଏକ ଘରୋଇ…

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ

ପୁରୀ : ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ । ପୁରୀ ଜିଲ୍ଲା ନିକଟସ୍ଥ ପିପିଲି ବ୍ଲକର ବାଲିଗାଁ ନଦୀବନ୍ଧରେ ଏକ ଫାଟ ସୃଷ୍ଟି ହେଇଛି । ଫାଟଟି ପ୍ରାୟେ ୪ଶହ ମିଟର ଲମ୍ବ ବୋଲି ଜଣାପଡିଛି । ଯେହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ପିପିଲି ବ୍ଲକର ୪ଟି ପଞ୍ଚାୟତ ବାସିନ୍ଦା । ନଦୀବନ୍ଧର ଏଭଳି…

ପଞ୍ଜି ସ୍କାମରେ ଗୋବିନ୍ଦା ଫସିଯିବା ଘଟଣା; ପାଟି ଫିଟାଇଲେ ମ୍ୟାନେଜର…

ମୁମ୍ବାଇ : ସୋଲାର ଟେକ୍ନୋଲଜି ଆଲିଆନ୍ସ (STA) ର ବ୍ରାଣ୍ଡ ଆମ୍ବାସଡର ହୋଇ ହଜାରେ କୋଟିର ପଞ୍ଜି ସ୍କାମରେ ସାମିଲ ଥିବା ନେଇ ଗୋବିନ୍ଦାଙ୍କ ନାମରେ ଉଠିଛି ଅଭିଯୋଗ । ଏପରିକି ଖୁବ୍‌ ଶୀଘ୍ର ଓଡ଼ିଶା EOW ଗୋବିନ୍ଦାଙ୍କୁ ପଚରାଉଚରା ପାଇଁ ମୁମ୍ବାଇ ଯିବ ବୋଲି ବି ସୂଚନା ମିଳିଛି। ଏହି…

ରାଜ୍ୟରେ ଅକ୍ଟୋବରରୁ ଆରମ୍ଭ ହେବ ବାଘ ଗଣନା…

ଭୁବନେଶ୍ୱର : ଅକ୍ଟୋବରରୁ ରାଜ୍ୟରେ ବାଘ ଗଣନା । ଆଜିଠୁ ଆରମ୍ଭ ହେବ ତାଲିମ। ରାଜ୍ୟ ବନ ବିଭାଗ ସ୍ବତନ୍ତ୍ର ଭାବେ ନିଜସ୍ବ ବାଘ ଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ଏଥିପାଇଁ ଆଜିଠୁ ବାଘ ଗଣନା ପ୍ରକ୍ରିୟା ତାଲିମ ପ୍ରକ୍ରିୟା ଆରମ୍ଭ କରାଯିବ। ବିଭିନ୍ନ ପର୍ଯ୍ୟାୟରେ ଗଣନାକାରୀଙ୍କୁ…

କେନ୍ଦୁଝରରେ ପୂର୍ବତନ ମହିଳା ସରପଞ୍ଚ ଓ ସ୍ବାମୀଙ୍କୁ ହତ୍ୟା ଘଟଣାରେ ୭ ଅଟକ…

କେନ୍ଦୁଝର : କେନ୍ଦୁଝର ବାଲିପାଳ ପଞ୍ଚାୟତରେ ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ବାମୀଙ୍କୁ ହତ୍ୟା ଘଟଣା । ପୋଲିସ ୭ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ବ୍ୟକ୍ତିଗତ ଶତ୍ରୁତା ନା ରାଜନୈତିକ ବିବାଦରୁ ହତ୍ୟା କରାଯାଇଛି , ସେ…