ଅନନ୍ତନାଗ ଏନକାଉଣ୍ଟର; ଆଉ ଜଣେ ଯବାନ ସହିଦ…

ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ବଡ଼ ଧରଣର ଏନକାଉଣ୍ଟରରେ ସହିଦଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଏହି ଗୁଳି ବିନିମୟରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଜଣେ ଡିଏସ୍‌ପି…

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ…

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବୈଠକ ଅନୁଷ୍ଠିତ ହେବ। ଆସନ୍ତାକାଲି ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ। ଆସନ୍ତା ୨୨ ତାରିଖରୁ…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଂଗ୍ରେସର ବିରୋଧ: ଅତନୁଙ୍କ ବାସଭବନ ଉପରକୁ ଅଣ୍ଡମାଡ…

ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ କରି ଗର୍ଜିଲା କଂଗ୍ରେସ । ପ୍ରତିବାଦରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ  । ବାସଭବନ ଘେରାଉ ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ । ତୁରନ୍ତ ଛାତ୍ର ସଂସଦ ନିର୍ବାଚନ କରିବା ଦାବି…

ଛାତ୍ରଛାତ୍ରୀଙ୍କୁ ସ୍କୁଲ ନେଇ ଯାଉଥିବାବେଳେ ଡଙ୍ଗା ଓଲଟି ୧୪ ଜଣ ନିଖୋଜ

ସ୍କୁଲ ଛାତ୍ରଛାତ୍ରୀଙ୍କୁ ସ୍କୁଲ ନେଇ ଯାଉଥିବାବେଳେ ଡଙ୍ଗା ଓଲଟି ୧୪ ଜଣ ଛାତ୍ରଛାତ୍ରୀ ନିଖୋଜ ହୋଇଛନ୍ତି । ଏଭଳି ଭୟଙ୍କର ଦୁର୍ଘଟଣାରେ ୨୦ ଜଣ ସ୍କୁଲ ଛାତ୍ରଛାତ୍ରୀ ଉଦ୍ଧାର ହୋଇଥିବା ଜଣା ପଡ଼ିଛି । ତେବେ ଏହି ଡଙ୍ଗାରେ ୩୪ ଜଣ ଯାତ୍ରା କରୁଥିବାର ସୂଚନା ମିଳିଛି ।…

ସାରା ରାଜ୍ୟରେ ଲଘୁଚାପ ବର୍ଷା, ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ…

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷାର ପରିମାଣ ୧୦୦ ମିମିରୁ ଅଧିକ ରହିଛି। ଗୁରୁବାର ମଧ୍ୟ ଏହି ସ୍ଥିତି ଜାରିରହିବା ସହ…

ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ବଢୁଛି ଚିନ୍ତା, ସୁନ୍ଦରଗଡ଼ରେ ଜଣେ ମୃତ…

ସୁନ୍ଦରଗଡ଼ : ଡେଙ୍ଗୁ ପରେ ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ବଢୁଛି ଚିନ୍ତା । ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍। ଜିଲ୍ଲାରେ ଜାନୁଆରୀ ମାସରୁ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ସ୍କ୍ରବ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା…

ବିଲରେ ଜନ୍ତୁ ଚରାଇବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିକାଣ୍ଡ: ୫ ମୃତ…

ମଧ୍ୟପ୍ରଦେଶର ଦତିୟା ଜିଲ୍ଲାରେ ଜନ୍ତୁ ଚରାଇବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୁଳିକାଣ୍ଡ ହୋଇଛି । ଏହି ଗୁଳିକାଣ୍ଡରେ ୫ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ କେତେ ଜଣ ଆହତ ହୋଇଛନ୍ତି । ସିଭିଲ୍ ଲାଇନ୍ ପୋଲିସ୍ ଷ୍ଟେସନର ରେଡା ଗ୍ରାମରେ ଏହି ଘଟଣା ଘଟିଛି।…

ହୀରାକୁଦ ଡ୍ୟାମରେ ଖୋଲିଲା ଆଉ ୮ଟି ଗେଟ୍‌…

ସମ୍ବଲପୁର: ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା କାରଣରୁ ଗତକାଲି ହୀରାକୁଦର ୨ଟି ଗେଟ ଖୋଲାଯାଇଥିବା ବେଳେ ଆଜି ଆଉ ୮ଟି ଗେଟ ଖୋଲିଛି ହୀରାକୁଦ । ବାର୍ତ୍ତମାନ ମୋଟ ୧୦ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ତେବେ ବର୍ଷାର ପରିମାଣ ଦେଖି ଆଉ ୨ଟି ଗେଟ ଖୋଲିପାରେ । ଏନେଇ…

ଶୁଭାରମ୍ଭ ହେଲା`ସ୍କିଲ୍ ଇଣ୍ଡିଆ ଡିଜିଟାଲ୍’…

ନୂଆଦିଲ୍ଲୀ: ଶୁଭାରମ୍ଭ ହେଲା`ସ୍କିଲ୍ ଇଣ୍ଡିଆ ଡିଜିଟାଲ୍‌’ । ନୂଆଦିଲ୍ଲୀର କୌଶଳ ଭବନରେ `ସ୍କିଲ୍ ଇଣ୍ଡିଆ ଡିଜିଟାଲ୍‌’ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାରତର ଦକ୍ଷତା ବିକାଶ ମଡେଲକୁ ଆଜି ବିଶ୍ୱ ଅନୁକରଣ କରୁଛି ବୋଲି ନୂଆଦିଲ୍ଲୀ ସ୍ଥିତ କୌଶଳ…