ବମିଖାଲ ଓଭରବ୍ରିଜରେ ଦୁର୍ଘଟଣା: ତଳକୁ ପଡି ଜଣେ ମୃତ

ଭୁବନେଶ୍ବ: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବମିଖାଲ ଓଭରବ୍ରିଜ ଉପରେ ସଡ଼କ ଦୁର୍ଘଟଣା। ଓଭରବ୍ରିଜରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କେଦାରଗୌରି ବିହାର ଅଞ୍ଚଳର ସବ୍ୟସାଚୀ ପୃଷ୍ଟି । ଗୁରୁତର ଯୁବକ ହେଲେ…

ମିଡିଆ ଟ୍ରାଏଲକୁ ସୁପ୍ରିମକୋର୍ଟଙ୍କ ନା, କେନ୍ଦ୍ରକୁ ମାର୍ଗଦର୍ଶିକା ପ୍ରସ୍ତୁତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ‘ମିଡିଆ ଟ୍ରାଏଲ’କୁ ସୁପ୍ରିମକୋର୍ଟ ନା କହିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ବୁଧବାର ଏହା ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ମିଥ୍ୟା ଖବର ପ୍ରସାରଣ ଦ୍ବାରା ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହେଉଛି ବୋଲି କହିଛନ୍ତି। ଅପରାଧୀକୁ ନେଇ ସଂଶୟ ରହୁଛି। ମିଡିଆ ଟ୍ରାଏଲ ଦ୍ବାରା…

ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସାର୍ଟରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି, ଏନଏଚଆରସିରେ ପହଂଚିଲା ମାମଲା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋଗୋ ଥିବା ଟି-ସାର୍ଟ ପିନ୍ଧି ମୟୂରଭଞ୍ଜର ଏସପି ଓ ଜିଲ୍ଲାପାଳଙ୍କୁ ନେଇ ଯେଉଁ ବିବାଦ ଦେଖାଦେଇଛି, ତାହା ଏବେ ଆଉ ପାଦେ ଆଗକୁ ଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଏସପି ବି. ଗଙ୍ଗାଧର ବାରିପଦାରେ…

ପଥର ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ବ୍ରହ୍ମପୁର : ପଥର ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ସଦର ଥାନା କାଳୁଆ ଛକ ନିକଟରେ ଏକ ପଥର କ୍ୱାରିରେ ଏହି ଅଘଟଣ ଘଟିଛି । ଏଠାରେ ଏକ ପଥର କୁଆଁରୀରେ ଥିବା ଏକ ବଡ଼ ପଥର ତଳେ ଚାପି…

ଇନଷ୍ଟାଗ୍ରାମରେ ଲାଇଭ ଆସି ଆତ୍ମହତ୍ୟା କଲେ ଯୁବକ…

ନୂଆଦିଲ୍ଲୀ : ବର୍ତ୍ତମାନ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଗୁରୁଗ୍ରାମରୁ ୨୮ ବର୍ଷର ଯୁବକଙ୍କର ମୃତ୍ୟୁ ମାମଲା ଆସିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା । ଏହା ସହ ମାମଲାର…

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ…

ଭୁବନେଶ୍ୱର: ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର ରବି ଟକିଜ ନିବାସୀ ଅକ୍ଷୟ କୁମାର ବେହେରା ବୋଲି ଜଣାପଡ଼ିଛି।…

ଡମ୍ଫର ସହିତ ପିଟି ହେଲା ପିକଅପ୍‌ ଭ୍ୟାନ୍‌, ଦମ୍ପତିଙ୍କ ସମେତ ୪ ମୃତ…

ଉତ୍ତରପ୍ରଦେଶର କାନପୁର ଜିଲ୍ଲାରେ ଭୟଙ୍କର ଦୁର୍ଘଟଣା ଘଟି ୪ ଜଣଙ୍କର ପ୍ରାଣ ଚାଲିଯାଇଛି । ପିକଅପ୍‌ ଭ୍ୟାନ ଏବଂ ଡମ୍ଫର ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦମ୍ପତିଙ୍କ ସମେତ ୪ ଜଣଙ୍କର ପ୍ରାଣ ଚାଲିଯାଇଛି । ଅନ୍ୟମାନେ ଆହତ ହୋଇଛନ୍ତି ।…

ଦେଶ ପାଇଁ ସହିଦ ହେଲା ସେନାର କୁକୁର- ଆତଙ୍କବାଦୀଙ୍କ ସହ ଲଢିବା ବେଳେ ଗୁଳିମାଡରେ ଟଳିପଡିଲା…

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ରାଜୌରି ଜିଲା ନର୍ଲା ଅଞ୍ଚଳରେ ଆତଙ୍କବାଦୀଙ୍କ ସହିତ ସଂଘର୍ଷରେ ସେନାର ଏକ କୁକୁର ସହିଦ ହୋଇଛି। ସହିଦ କୁକୁରର ନାମ ହେଉଛି କେଣ୍ଟ। ଏହାର ବୟସ ୬ବର୍ଷ ଓ ଲାବ୍ରାଡର ପ୍ରଜାତିର। କେଣ୍ଟ ୨୧ ସେନା ୟୁନିଟ୍‌ରେ କାର୍ଯ୍ୟରତ ଥିଲା। ମଙ୍ଗଳବାର ଗୁଳିବିନିମୟ…

ଆମେରିକାରେ ପୁଲିସ କାର୍ ଧକ୍କାରେ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଦାବି କଲା ଭାରତ…

ଆମେରିକାରେ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ଦାବି କଲା ଭାରତ। ସଡକ ଦୁର୍ଘଟଣାରେ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ଏକ ଭିଡିଓ ପ୍ରକାଶ ପାଇବା ପରେ ଏହି ଦାବି କରାଯାଇଛି। ଧକ୍କା ଦେଇଥିବା କାରରେ ଥିବା ପୁଲିସ କାହିଁକି ଦୁର୍ଘଟଣା ପରେ ହସି ହସି ଥଟ୍ଟା କରୁଥିଲେ, ତାକୁ ନେଇ…