ଅକ୍ଚୋବର ସୁଦ୍ଧା ଶେଷ ହେବ ଇଣ୍ଡିଆ ମେଣ୍ଟର ଆସନ ବୁଝାମଣା…

ନୂଆଦିଲ୍ଲୀ: ଆସନ୍ତା ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଉପରେ କୈଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇନି। ବୁଧବାର ବିରୋଧୀ ଇଣ୍ଡିଆ ମେଣ୍ଟର ବୈଠକ ଏନସିପି ପ୍ରତିଷ୍ଠାତା ଶରଦ ପାଓ୍ବାରଙ୍କ ଦିଲ୍ଲୀ ବାସଭବନରେ ବସିଥିଲା। ହେଲେ…

ଶ୍ରୀମନ୍ଦିର ନାଟମଣ୍ଡପ ବିମ୍‌ ତୁରନ୍ତ ମରାମତି ପାଇଁ ମିସ୍‌ କେସ୍‌

ଶ୍ରୀମନ୍ଦିର ନାଟମଣ୍ଡପ ବିମ୍‌ର ତୁରନ୍ତ ମରାମତି ପାଇଁ ହାଇକୋର୍ଟରେ ଦାୟର ହୋଇଛି ମିସ୍‌ କେସ୍‌। ଜଗମୋହନ ମରାମତି ସମ୍ପର୍କିତ ମାମଲାରେ ଆବେଦନକାରୀ ଅଭିଷେକ ଦାସଙ୍କ ପକ୍ଷରୁ ଏହି ମିସ୍‌ କେସ୍‌ ଦାୟର ହୋଇଛି। ଆମିକସକ୍ୟୁରୀ ଏନ୍‌.କେ ମହାନ୍ତିଙ୍କ ରିପୋର୍ଟ…

ୟୁପିରେ ୧୯ ମୃତ, ଉତ୍ତରାଖଣ୍ଡରେ ଭୂସ୍ଖଳନ…

ଡେରାଡୁନ: ଦେଶରେ ବର୍ଷା ବିତ୍ପାତ ସାଂଘାତିକ ପରିସ୍ଥିତି ସୃଷ୍ଟି କରିଛି । ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିସହିତ ଦିଲ୍ଲୀ ଏନସିଆର କେତେକ ଇଲାକା ଜଳମଗ୍ନ ହୋଇଯାଇଛି । ୟୁପିରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୪୦…

ମିଥ୍ୟା ଖବର ପ୍ରଚାର ନେଇ ୱେବ୍ ଚ୍ୟାନେଲ ନାଁରେ ଏତଲା ଦେଲେ ଅନୁ ଚୌଧୁରୀ

ଭୁବନେଶ୍ଵର: ସାଇବର ଥାନାର ଦ୍ଵାରସ୍ଥ ହେଲେ ଓଡିଶାର ଲୋକପ୍ରିୟ ଅଭିନେତ୍ରୀ ଅନୁ ଚୌଧୁରୀ । ମିଥ୍ୟା ଖବର ପ୍ରସାରଣ କରି ଗୁଜବ ସୃଷ୍ଟି କରୁଥିବା ୱେବ ଚ୍ୟାନେଲ ନାଁରେ ଦେଲେ ଏତଲା । ଅଭିନେତ୍ରୀଙ୍କୁ କ୍ୟାନସର ହୋଇଥିବା ନେଇ ଏକ ୱେବ୍ ପୋର୍ଟାଲରେ ମିଛ ଖବର…

ବଙ୍ଗଳାରୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ମୃତଦେହ, ହତ୍ୟା କରି ଷ୍ଟୋରରେ ଲୁଚିଥିଲେ ସ୍ୱାମୀ

ବଡ଼ ଘର ବଡ଼ ଗୁମର କଥା। ପ୍ରତିଷ୍ଠିତ ଓ ଧନୀ ଭାବେ ପରିଚିତ ଥିଲେ ହେଁ ଜଣେ ୬୨ ବର୍ଷୀୟ ବୃଦ୍ଧ ଘଟାଇଛନ୍ତି ଭୟଙ୍କର କାଣ୍ଡ। ଆଇଆରଏସ ଅଫିସର ଭାବେ କାମ କରି ସାରିଥିବା ଏହି ବୃଦ୍ଧ ଜଣଙ୍କ ତାଙ୍କରି ବଙ୍ଗଳା ଭିତରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। …

ଅପରାଜିତାଙ୍କ ପରେ ପ୍ରଶ୍ନ ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧି ବିବାଦରେ ଥିବା ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ଆଜି ଟାର୍ଗେଟ କରିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ | ସେ ଟ୍ୱିଟ କରି କହିଥିଲେ ଯେ ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା | ଏହି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଲେ ନୋରା ଫତେହି

ନୂଆଦିଲ୍ଲୀ: ମୋରୋକୋରେ ହୋଇଥିବା ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉତ୍ତର ଆଫ୍ରିକା ଏବଂ ମୋରୋକୋରେ ଘଟିଥିବା ସବୁଠାରୁ ବଡ ଭୂକମ୍ପ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ସମବେଦନା ଜଣାଇଛନ୍ତି ଏବଂ ଏଥିପାଇଁ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ତାଙ୍କୁ…

ଓଡ଼ିଶାର ୪-୬ଜଣ ଅଫିସରଙ୍କ ଉପରେ ନଜର ରଖାଯାଇଛି: ଅପରାଜିତା

ଭୁବନେଶ୍ବର:  ଓଡ଼ିଶାର ୪-୬ଜଣ ଅଫିସରଙ୍କ ଉପରେ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଛି ବୋଲି ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି । ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି ଗତକାଲି ଏକ କାର୍ଯ୍ୟକ୍ରମରେ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧିବାକୁ ନେଇ ନିଜ ସୋଶାଲ ମିଡିଆରେ…

ବଙ୍ଗୋପସାଗରର ୬୦୦୦ ମିଟର୍‌ ଗଭୀରକୁ ଯିବ କ୍ଷୁଦ୍ର ବୁଡ଼ାଜାହାଜ ‘ମତ୍ସ୍ୟ’

ନୂଆଦିଲ୍ଲୀ: ମୂଲ୍ୟବାନ୍‌ ଧାତୁ ଏବଂ ‘କୋବାଲ୍‌ଟ୍‌, ନିକେଲ୍‌ ଓ ମାଙ୍ଗାନିଜ୍‌ ଭଳି ଖଣିଜ ପଦାର୍ଥର ସନ୍ଧାନ ନିମନ୍ତେ ଭାରତୀୟ ବୈଜ୍ଞାନିକମାନେ ‘ସମୁଦ୍ରଯାନ ପ୍ରକଳ୍ପ’ରେ ବଙ୍ଗୋପସାଗରର ୬୦୦୦ ମିଟର୍‌ ଗଭୀରକୁ ‘ମତ୍ସ୍ୟ’ ନାମକ କ୍ଷୁଦ୍ର ବୁଡ଼ାଜାହାଜ ପଠାଇବ। ଏଥିରେ ୩ଜଣ ଲୋକ ଯିବେ।…

ଠିକା ନିଯୁକ୍ତି ହଟିଲା ପରେ ପୁଣି ୨୦ ହଜାର ଶିକ୍ଷକଙ୍କୁ ଠିକା ନିଯୁକ୍ତି କାହିଁକି ? : ବିଜେପି

ଭୁବନେଶ୍ୱର: ୨୦ହଜାର ଶିକ୍ଷକ ପଦବୀରେ ଠିକା ନିଯୁକ୍ତି କରିବା ପାଇଁ ନେଇଥିବା ନିଷ୍ପତି ବେଆଇନ ଓ ଅଗଣତାନ୍ତ୍ରିକ । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ନିଯୁକ୍ତି ପ୍ରତିଶ୍ରୁତି କୁଆଡେ ଗଲା ?  କାନ୍ଥ, ବାଡକୁ ସବୁଜ ରଙ୍ଗ କରିବାରେ ୩,୪୧୦କୋଟି ଖର୍ଚ୍ଚ କରିବା ପାଇଁ ଯଦି ସରକାରଙ୍କ ପାଖରେ ଟଙ୍କା…