ହଷ୍ଟେଲକୁ କେନ୍ଦ୍ର କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି…

ଭୁବନେଶ୍ୱର : ହଷ୍ଟେଲକୁ କେନ୍ଦ୍ର କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି । ହଷ୍ଟେଲ ରୁମ ଆବଣ୍ଟନରେ ହେଉଥିବା ପାତର ଅନ୍ତରକୁ ବିରୋଧ କରି ଛାତ୍ରମାନେ କରିଛନ୍ତି ଆନ୍ଦୋଳନ । ଏହି ପାତର ଅନ୍ତର ନୀତିକୁ ବିରୋଧ କରି ପିଜି ଡିପାର୍ଟ ମେଣ୍ଟର ଦ୍ଵିତୀୟ ବର୍ଷର ଛାତ୍ର ପିଜି…

ଚୀନ ବୈଦେଶିକ ମନ୍ତ୍ରୀଙ୍କ ପରେ ପ୍ରତିରକ୍ଷା ମନ୍ତ୍ରୀ ବି ନିଖୋଜ..!

କେଉଁଆଡେ ଉଭାନ ହୋଇଯାଉଛନ୍ତି ସି ଜିନପିଙ୍ଗଙ୍କ କ୍ୟାବିନେଟ ମନ୍ତ୍ରୀ? ଜଣଙ୍କ ପରେ ଜଣ ମନ୍ତ୍ରୀଙ୍କର କାହିଁକି ମିଳୁନି ପତ୍ତା? ଚୀନର କ୍ୟାବିନେଟ ମନ୍ତ୍ରୀଙ୍କ ନିଖୋଜକୁ ନେଇ ଏପରି କିଛି ପ୍ରଶ୍ନ ସୃଷ୍ଟି ହୋଇଛି। ପ୍ରଥମେ ବୈଦେଶିକ ମନ୍ତ୍ରୀ କିନ୍ ଗ୍ୟାଙ୍ଗଙ୍କ…

ପାରାଦୀପ କପିଳଯୋରରେ ଭାସୁଛି କ୍ୟୁଣ୍ଟାଲ କ୍ୟୁଣ୍ଟାଲ ମାଛ…

ପାରାଦୀପ : ପାରାଦୀପରେ ପୁଣି ମାଛ ମଡ଼କ। କପିଳଯୋରରେ ଭାସୁଛି କ୍ୟୁଣ୍ଟାଲ କ୍ୟୁଣ୍ଟାଲ ମାଛ। ସ୍ମୃତି ଉଦ୍ୟାନ ନିକଟସ୍ଥ କପିଳଯୋରରେ ଭାସୁଛି ମଲା ମାଛ। ଦୁଇ ଦିନ ଧରି ଯୋରରେ ମାଛ ମରି ଭାସୁଛନ୍ତି। ମାଛ ମରି ଭାସୁଥିବାରୁ ଦୂର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ତେବେ ଏତେ ସଂଖ୍ୟାରେ ମାଛ…

ସନାତନ ଧର୍ମ ପରେ ବିଜେପିକୁ ଟାର୍ଗେଟ କଲେ ଉଦୟନିଧି: ଦଳକୁ କହିଲେ ‘ବିଷଧର ସାପ’

ନୂଆଦିଲ୍ଲୀ:ତାମିଲନାଡୁ କ୍ରୀଡା ମନ୍ତ୍ରୀ ତଥା ଏଡିଏମକେ ନେତା ଉଦୟନିଧି ଷ୍ଟାଲିନ ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି । ସନାତନ ଧର୍ମ ପରେ ଏବେ ବିଜେପିକୁ କରିଛନ୍ତି ଟାର୍ଗେଟ କଲେ ଉଦୟନିଧି । ବିଜେପିକୁ  ବିଷଧର ସାପ ସହ ତୁଳନା କରି ଉଦୟନାଥ କହିଛନ୍ତି, ଦଳକୁ ତାମିଲନାଡୁରୁ ବାହାର…

ବାରିପଦା ବେତନଟୀ ରେଞ୍ଜର ବନ କର୍ମଚାରୀଙ୍କୁ ଦଳିଦେଲା ଦନ୍ତା…

ବାରିପଦା : ବନ କର୍ମଚାରୀଙ୍କୁ ଦଳିଦେଲା ଦନ୍ତା। ବାରିପଦା ବେତନଟୀ ରେଞ୍ଜ ଅନ୍ତର୍ଗତ ବେଣାପୁରା ଗାଁ ନିକଟରେ ହାତୀ ଆକ୍ରମଣରେ ଦୁଇ ଜଣ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଫରେଷ୍ଟର ପ୍ରଦୀପ ଦେହୁରୀ ଓ ପ୍ରୋଟେକ୍ଟସନ ଆସିଷ୍ଟାଣ୍ଟ ଯତୀନ କିସ୍କୁ ଅଛନ୍ତି। ଗତ କିଛି…

ଜନ୍ମଦିନରେ ଦେଶବାସୀଙ୍କୁ ଉପହାର ଦେବେ ପ୍ରଧାନମନ୍ତ୍ରୀ: ଉପହାରର ନାଁ ‘ଆୟୁଷ୍ମାନ ଭବ’

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଦେବେ ଭବ୍ୟ ଉପହାର । ଏ ଉପହାର ସାରା ଦେଶବାସୀଙ୍କ ପାଇଁ । କେନ୍ଦ୍ର ସରକାର ଚଳିତବର୍ଷ ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ  ‘ଆୟୁଷ୍ମାନ ଭବ’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି । କେନ୍ଦ୍ର…

ପୁରୀରୁ ତାଳଚେର ମଧ୍ୟରେ ଦ୍ଵିତୀୟ ବନ୍ଦେ ଭାରତ ଟ୍ରେନର ଟ୍ରାଏଲ ରନ୍ ଆରମ୍ଭ…

ପୁରୀ: ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା | ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଚଳାଚଳ ଆଜି କରାଯାଇଛି | ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି ।…

‘ଜି୨୦’ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଗରେ ମାନବ ଅଧିକାର ଓ ଅବାଧ ଗଣମାଧ୍ୟମ ପ୍ରସଙ୍ଗ ଉଠାଇଲି: ଭିଏତ୍‌ନାମ୍‌ରେ କହିଲେ…

ନୂଆଦିଲ୍ଲୀ: ଦିଲ୍ଲୀରେ ଆୟୋଜିତ ‘ଜି୨୦’ ଶିଖର ସମ୍ମିଳନୀରେ ଯୋଗ ଦେବା ଅବସରରେ ମାନବ ଅଧିକାର ପ୍ରତି ସମ୍ମାନ, ନାଗରିକ ସଙ୍ଗଠନର ଭୂମିକା ଏବଂ ଅବାଧ ଗଣମାଧ୍ୟମ ସମେତ ବିଭିନ୍ନ ପ୍ରସଙ୍ଗ ଉତ୍ଥାପନ କରିଥିବା କଥା ରବିବାର ଦିନ ଭିଏତ୍‌ନାମ୍‌ରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌…

କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି…

କଟକ : କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ କଟକରୁ କୋଲକାତା ଯାଇଥିଲେ ୪ଜଣିଆ ପୋଲିସ ଟିମ୍ ।…

ସନାତନ ଧର୍ମର ଅପମାନ ବେଳେ କାହିଁକି ନୀରବ ରହିଲା କଂଗ୍ରେସ: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ: ସନାତନ ଧର୍ମକୁ ନେଇ ଚାଲିଛି ରାଜନୀତି। ଡିଏମକେ ସରକାରରେ ଥିବା ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ପାଲଟା ଜବାବ ଦେଇଛନ୍ତି। ଅନୁରାଗ ଠାକୁର କହିଛନ୍ତି ଯେ…