ଆଜିଠୁ ଜି-୨୦ ଶିଖର ସମ୍ମିଳନୀ; ଭାରତ ମଣ୍ଡପମ୍ରେ ଏକାଠି ହେବେ ବିଶ୍ୱସ୍ତରୀୟ ନେତା…
ଆଜିଠାରୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଜି-୨୦ ଶିଖର ସମ୍ମିଳନୀ। ବିଭିନ୍ନ ରାଷ୍ଟ୍ରର ରାଷ୍ଟ୍ରପତି ଏବଂ ରାଷ୍ଟ୍ରମୁଖ୍ୟମାନେ ଆସି ପହଞ୍ଚି ସାରିଥିବା ବେଳେ ଆଜି ବିଶ୍ୱ ମଞ୍ଚରେ ବିଭିନ୍ନ ପ୍ରସଙ୍ଗରେ ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା।
ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ଏକାଠି ହେବେ ବିଶ୍ୱର ବଡ଼ ବଡ଼…