କଟକ ଚୌଦ୍ବାରରେ ମମର୍ନ୍ତୁଦ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର…
ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ ଏକ…