ଇସ୍ତଫା ଦେଲେ ନୀତା ଅମ୍ବାନୀ, ବୋର୍ଡରେ ସାମିଲ ହେଲେ ଇଶା, ଆକାଶ ଓ ଅନନ୍ତ

ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍‌ର ୪୬ତମ ଏଜିଏମ୍‌ରେ ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କମ୍ପାନୀ ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍ ବୋର୍ଡରେ ଇଶା…

ପ୍ରଶାନ୍ତ ଜଗଦେବ ଘଟଣାରେ ଧରାପଡିଛି ଧର୍ମେନ୍ଦ୍ରଙ୍କ ଦୋମୁହାଁ ନୀତି: ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଇଛି ବିଜେଡି । ରାଜ୍ୟରେ ଗଣତନ୍ତ୍ର ଶାସନକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ ଉଠାଇଥିବାବେଳେ ଏହାର ଉତ୍ତର ରଖିବାକୁ ଯାଇ ବିଜେପିକୁ ପ୍ରଶ୍ନବାଣ ମାରିଛନ୍ତି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ।   ବିଜେଡିରୁ…

ଚାରା ଦୁର୍ନୀତି ମାମଲାରେ କୋର୍ଟଙ୍କ ରାୟ, ୩୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ୍‌, ୫୨ ଦୋଷୀଙ୍କୁ ତିନି ବର୍ଷ…

ପାଟଣା : ଡୋରଣ୍ଡା କୋଷାଗାର ସହ ଜଡିତ ଚାରା ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ସୋମବାର ରାୟ ଦେଇଛନ୍ତି। ସିବିଆଇର ସ୍ୱତନ୍ତ୍ର ବିଚାରପତି ବିଶାଲ ଶ୍ରୀବାସ୍ତବଙ୍କ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ମିଳିଥିବା ସୂଚନା ମୁତାବକ, ୧୨୪ ଅଭିଯୁକ୍ତଙ୍କ ମଧ୍ୟରୁ ୩୫ ଜଣଙ୍କୁ…

ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା…

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରଷ୍କାର ରାଶି ଘୋଷଣା କରିଛନ୍ତି । ବିଶ୍ଵ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋ ପ୍ରତିଯୋଗିତାରେ ୫ମ ସ୍ଥାନରେ ରହିଥିଲେ କିଶୋର ଜେନା । ଖବର…

ସୂର୍ଯ୍ୟ ମିଶନର ସମୟ ଘୋଷିତ, ‘ଆଦିତ୍ୟ-ଏଲ୍‌୧’ ସେପ୍ଟେମ୍ବର ୨ରେ ହେବ ଲଞ୍ଚ୍‌

ଚନ୍ଦ୍ର ପରେ ଏବେ ମିଶନ ଆଦିତ୍ୟ। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସେପ୍ଟେମ୍ବର ୨ରେ ଲଞ୍ଚ୍‌ କରିବାକୁ ଯାଉଛି ନିଜର ପ୍ରଥମ ମହାକାଶ ଆଧାରିତ ସୌର ପର୍ଯ୍ୟବେକ୍ଷଣ ଯନ୍ତ୍ର ‘ଆଦିତ୍ୟ-ଏଲ୍‌୧’। ମହାକାଶ ଯାନ ଶ୍ରୀହରିକୋଟାର ସତୀଶ୍‌ ଧଓ୍ଵନ ମହାକାଶ…

ଶାସନ ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ କଟାକ୍ଷ

ଭୁବନେଶ୍ୱର: ନବୀନଙ୍କୁ ଟେକିଲେ । ହେଲେ ତାଙ୍କ ସରକାର  ଉପରେ ବର୍ଷିଲେ । ପିଠି ଆଉଁସି କଡା ଭାଷାରେ ନବୀନ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଚାଲିଥିବା ଶାସନ ବ୍ୟବସ୍ଥାକୁ ନେଇ ପୁଣି ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ଚନ୍ଦ୍ରପୃଷ୍ଠରେ ପ୍ରଥମ ବାଧକ ଥିବା ଏକ କ୍ରେଟରକୁ ଅତିକ୍ରମ କରିଛି ଚନ୍ଦ୍ରଯାନ-୩…

ଚନ୍ଦ୍ରଯାନ-୩ର ରୋଭର ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ଏକ ଶହ ମିଲିମିଟରର ଏକ କ୍ରେଟର ଅତିକ୍ରମ କରିଛି। ଚନ୍ଦ୍ରପୃଷ୍ଠରେ ଏହା ପ୍ରଜ୍ଞାନ ପାଇଁ ପ୍ରଥମ ବାଧକ ଥିଲା । ପ୍ରଜ୍ଞାନର ଏହି ସଫଳତା ଇସ୍ରୋ ନିୟନ୍ତ୍ରଣ କକ୍ଷର ବୈଜ୍ଞାନିକମାନଙ୍କୁ ଆଶ୍ୱସ୍ତ କରିଛି।…

ମୁଖ୍ୟମନ୍ତ୍ରୀ ଧୃତରାଷ୍ଟ୍ର ପାଲଟି ଯାଇଛନ୍ତି; ରାଜଧର୍ମ ପାଳନ କରନ୍ତୁ: ସାଂସଦ ଅପରାଜିତା

ଭୁବନେଶ୍ୱର: ପୁଣି ବିଜେଡି ସରକାର ଉପରେ ବର୍ଷିଛନ୍ତି ସାଂସଦ ଅପରାଜିତା । ରାଜ୍ୟ ସରକାର ମହିଳା ସଶକ୍ତୀକରଣ ନାଁରେ ମିଶନଶକ୍ତି ମହିଳାଙ୍କୁ ଆକ୍ରମଣ ପାଇଁ ବ୍ୟବହାର କରୁଛନ୍ତି ବୋଲି ସାସଂଦ ଅଭିଯୋଗ ଆଣିଛନ୍ତି । ଏହି ମହିଳାମାନେ ତାଙ୍କୁ ଟେକା, ପଥର, ଅଣ୍ଡା,…

ହ୍ଵାଟ୍ସଆପରେ ଚାକିରି ଅଫର ଦେଇ ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କା…

ଦୁନିଆରେ ୫୫୦ ମିଲିୟନରୁ ଅଧିକ ଲୋକ ହ୍ଵାଟ୍ସଆପ୍ ବ୍ୟବହାର କରନ୍ତି । ଏତେ ସଂଖ୍ୟକ ୟୁଜର୍ ବେସ୍ ହେତୁ ସ୍କାମରମାନେ ଏହି ଆପ୍ ଦ୍ୱାରା ଲୋକଙ୍କୁ ସେମାନଙ୍କର ଶିକାର କରୁଛନ୍ତି । ନିକଟରେ ମୁମ୍ବାଇର ଜଣେ ଫୁଟବଲ କୋଚଙ୍କୁ ହ୍ଵାଟ୍ସଆପରେ ମିଳିଥିବା ଏକ ଚାକିରି ଅଫର…

ଜାଗା ମିଶନ ଜରିଆରେ ବସ୍ତିବାସିନ୍ଦାଙ୍କୁ ପଟ୍ଟା ବଣ୍ଟନ ସହ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟା ବଣ୍ଟନ କରିଛନ୍ତି । ୫ଟି ମହାନଗର ନିଗମ ତଥା ଭୁବନେଶ୍ୱର,…