ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ରାକ୍ଷୀ ଉପହାର
ଭୋପାଳ: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନିର୍ବାଚନ ବର୍ଷରେ ପ୍ରିୟ ଭଉଣୀମାନଙ୍କ ପାଇଁ ଉପହାରର ବାକ୍ସ ଖୋଲିଛନ୍ତି। ମୁଖ୍ୟମନ୍ତ୍ରୀ ରବିବାର ତାଙ୍କ ସରକାରଙ୍କ ‘ଲାଡଲି ବେହନା’ ଯୋଜନା ଅଧୀନରେ ଆୟୋଜିତ ଏକ ସମ୍ମିଳନୀରେ ଘୋଷଣା କରିଛନ୍ତି ଯେ…