ବିବାହିତାଙ୍କୁ ପ୍ରେମ କରି ଫସିଲେ ଯୁବକ, ବନ୍ଦ କୋଠରୀରୁ ଉଦ୍ଧାର ହେଲେ ପ୍ରେମୀ ଯୁଗଳ…

ବଲାଙ୍ଗିର=: ବିବାହିତ ମହିଳାଙ୍କୁ ପ୍ରେମ କରି ଫସିଲେ ଯୁବକ । ବନ୍ଦ କୋଠରୀରୁ ଉଦ୍ଧାର ହେଲେ ଯୁବକ ଯୁବତୀ । ଉଭୟଙ୍କୁ ଉଦ୍ଧାର କରି ଲୋଇସିଙ୍ଗା ଥାନାରେ ଅଟକ ରଖିଛି ପୋଲିସ । ସେପଟେ ମହିଳାଙ୍କୁ ଗ୍ରହଣ କରୁନାହାନ୍ତି ପରିବାର ଲୋକେ। ଗତକାଲି ବଲାଙ୍ଗିର ଜିଲ୍ଲା…

ଓ୍ଵାଗନର ଗ୍ରୁପ ମୁଖ୍ୟ ୟେଭଜେନି ପ୍ରିଗୋଝିନଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ…

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ବିଦ୍ରୋହ କରିଥିବା ୱାନଗର ଗ୍ରୁପ ମୁଖ୍ୟ ୟେଭଜେନି ପ୍ରିଗୋଝିନଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ। ରୁଷରେ ହୋଇଥିବା ଏକ ବିମାନ ଦୁର୍ଘଟଣାରେ ସମୁଦାୟ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ଏକ ପ୍ରାଇଭେଟ୍ ଜେଟ…

ଶାଶୁ-ଶ୍ଵଶୁରଙ୍କଠୁ ଅଲଗା ରହିବାକୁ ଜିଦ୍ କରିବା ନିଷ୍ଠୁରତା : ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: କୌଣସି ଉପଯୁକ୍ତ କାରଣ ନଥାଇ ସ୍ତ୍ରୀ ନିଜ ଶାଶୁ-ଶ୍ବଶୁରଙ୍କ ଠାରୁ ଅଲଗା ରହିବାକୁ ସ୍ବାମୀଙ୍କୁ ଜିଦ୍ କରିବା ନିଷ୍ଠୁରତା ଅଟେ । ପାଶ୍ଚାତ୍ୟ ଦେଶ ଭଳି ଭାରତରେ ସ୍ତ୍ରୀ ସହିତ ରହିବାକୁ ପୁଅ ନିଜ ବାପା ମାଆଙ୍କଠୁ ଅଲଗା ହେବା ସହଜ ନୁହେଁ । ଏକ ପାରିବାରିକ ବିବାଦ ମାମଲାର…

ବ୍ରିକ୍ସରେ ସାମିଲ ହେଲା ଆଉ ୬ଟି ଦେଶ…

ଜୋହାନ୍ସବର୍ଗ: ୧୫ ତମ ବ୍ରିକ୍ସ ସମ୍ମିଳନୀରେ ବଡ଼ ଘୋଷଣା। ବ୍ରିକ୍ସ ଦେଶ ସମୂହ ଆହୁରୀ ୬ଟି ଦେଶକୁ ଏଥିରେ ସାମିଲ ହେବାକୁ ଆମନ୍ତ୍ରିତ କରିଛି। ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ବ୍ରିକ୍ସ ଦେଶ ସମୂହର ତିନି ଦିବସୀୟ ସମ୍ମିଳନୀ ଆୟୋଜିତ ହୋଇଛି। ଏହି…

ଗୃହ ସଚିବ ଓ ଡିଜିପିଙ୍କୁ ରିପୋର୍ଟ ଦେବାକୁ ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ…

ଅନୁଗୁଳ : ଅନୁଗୁଳରେ ମହିଳା ହୋମଗାର୍ଡଙ୍କୁ DIGଙ୍କ ପତ୍ନୀ ନିର୍ଯାତନା ଅଭିଯୋଗ ଘଟଣା । ମାମଲାର ଶୁଣାଣି କରି ଗୃହ ସଚିବ ଓ ଡିଜିପିଙ୍କୁ ନୋଟିସ୍ । ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଜାତୀୟ ମାନବାଧିକାର କମିଶନ । ଘଟଣାର ତଦନ୍ତ କରି…

କେନ୍ଦ୍ରମନ୍ତ୍ରୀ କିରେନ୍‌ ରିଜିଜୁଙ୍କ ଘର କାନ୍ଥକୁ ଧକ୍କା ଦେଲା କର୍‌

କେନ୍ଦ୍ର ମନ୍ତ୍ରୀ କିରଣ ରିଜ୍ଜୁଙ୍କ ଘରର ପାଚେରିକୁ ପିଟିଛି କାର୍। ଏହି ଦୁର୍ଘଟଣା ଏତେ ଶକ୍ତିଶାଳୀ ଥିଲା ଯେ, ପାଚେରିର କିଛି ଅଂଶ ଭାଙ୍ଗିଯିବା ସହ କ୍ଷତିଗ୍ରସ୍ତ ହୋଇଛି। ଏପରି ଏକ ଘଟଣା ଗତକାଲି ରାଜଧାନୀ ଦିଲ୍ଲୀରେ ଘଟିଥିବା ବେଳେ ପୁଲିସ୍‌ ସମ୍ପୃକ୍ତ…

ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇବାକୁ ଆସନ୍ତା ୨୬ରେ ଇସ୍ରୋ ପରିଦର୍ଶନ କରିବେ ମୋଦି…

ନୂଆଦିଲ୍ଲୀ: ଇସ୍ରୋ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ଅଗଷ୍ଟ ୨୬ରେ ବେଙ୍ଗାଲୁରୁ ସ୍ଥିତ ଭାରତୀୟ ମହାକାଶ ଗବେଷଣ ସଂସ୍ଥା(ISRO) ପରିଦର୍ଶନ କରିବେ ମୋଦି । ସେଠାକୁ ଯାଇ ଚନ୍ଦ୍ରଯାନ-୩ର ଐତିହାସିକ ସଫଳତା ପାଇଁ ଏହାର ବୈଜ୍ଞାନିକ ଓ…

ମଦ ପିଇ ନିଶାରେ ଚୁର୍ ଡ୍ୟୁଟିରେ ଥିବା ଗେଟ୍ ମ୍ୟାନ୍‌, ଟ୍ରେନ ଆସିବା ପୂର୍ବରୁ ଫାଟକ ପକାଇଲେ ସ୍ଥାନୀୟ ଲୋକ

ଜଳେଶ୍ୱର: ମଦ ପିଇ ନିଶାରେ ଚୁର୍ ରେଳ ଫାଟକ ଜଗୁଆଳି । ଫାଟକ ପକାଇଲେ ସ୍ଥାନୀୟ ଲୋକ। ବାଲେଶ୍ବର ଜିଲ୍ଲା ନାରଙ୍ଗାବାଜ ରେଳଫାଟକର କାର୍ଯ୍ୟରତ ଗେଟ୍ କିପର ମଦ ନିଶାରେ ଚୁର୍ ହୋଇ ପଡିଥିଲେ। ସ୍ଥାନୀୟ ଲୋକ ଆସି ଫାଟକ ପକାଇବାରୁ ଏକ ମାଲବାହୀ ଟ୍ରେନ ସୁରକ୍ଷିତ…

ସେପ୍ଟେମ୍ବର ସୁଦ୍ଧା ଶସ୍ତା ହେବ ପନିପରିବା: ଆରବିଆଇ ଗଭର୍ଣ୍ଣର…

ନୂଆଦିଲ୍ଲୀ: ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ଭାରତର ସାଧାରଣ ଜନତା ଚିନ୍ତିତ ଅଛନ୍ତି। ଗତ ଦୁଇ ମାସ ମଧ୍ୟରେ ଦେଶରେ ଟମାଟୋ, ପିଆଜ ସମେତ ଅନେକ ପନିପରିବା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠେ ଯେ କେବେ ପନିପରିବା ମୁଦ୍ରାସ୍ଫୀତିରୁ…

ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ଯାଏଁ ୟେଲୋ ୱାର୍ଣ୍ଣି ଜାରି…

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ବୁଧବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଗତକାଲିର ବର୍ଷା ସବୁ ଜିଲ୍ଲାକୁ ବେହାଲ କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୁନ୍ଦରଗଡ,…