ଜହ୍ନରେ ଚାଲିଲା ରୋଭର ପ୍ରଜ୍ଞାନ…
ଖୁସି ଉପରେ ପୁଣି ମିଳିଲା ଖୁସି। ପୁଣି ଥରେ ଦେଶବାସୀଙ୍କ ଛାତି ଗର୍ବରେ କୁଣ୍ଡେମୋଟ ହୋଇଗଲା । ଗତକାଲି ଚନ୍ଦ୍ରଯାନ-୩ ଜନ୍ମ ମାମୁରେ ପାଦ ଥାପିଥିବା ବେଳେ ଆଜି ବିଚରଣ କରିବା ଆରମ୍ଭ କରିଛି। ଲ୍ୟାଣ୍ଡର୍ ବିକ୍ରମଠୁ ଗତକାଲିଠୁ ଅଲଗା ହୋଇଥିବା ରୋଭର ପ୍ରଜ୍ଞାନ…