ବେଆଇନ ବ୍ୟାନର ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କୁ ୫୦ ହଜାର ଜୋରିମାନା

କର୍ଣ୍ଣାଟକାର ଉପ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ କଂଗ୍ରେସ ସଭାପତି ଡିକେ ଶିବକୁମାରଙ୍କ ଉପରେ ବେଙ୍ଗାଲୁରୁ ପୌରପାଳିକା ୫୦ ହଜାର ଟଙ୍କାର ଜୋରିମାନା ଲଗାଇଛି। କ୍ୟୁଇନ୍ସ ରୋଡ୍‌ରେ ଥିବା କର୍ଣ୍ଣାଟକା ପ୍ରଦେଶ…

ଇଣ୍ଡିଗୋ ବିମାନରେ ରକ୍ତବାନ୍ତି କଲେ ଯାତ୍ରୀ, ଚିକିତ୍ସା ପୂର୍ବରୁ ଚାଲିଗଲା ଯାତ୍ରୀଙ୍କ ଜୀବନ

ମୁମ୍ବାଇ-ରାଞ୍ଚି ଇଣ୍ଡିଗୋ ବିମାନର ନାଗପୁରରେ ଜରୁରୀ ଅବତରଣ । ବିମାନ ଯାତ୍ରୀ ରକ୍ତବାନ୍ତି କରିବାରୁ ବିମାନକୁ ନାଗପୁରରେ ଜରୁରୀ ଅବତରଣ କରିଥିଲା । ତୁରନ୍ତ ଯାତ୍ରୀଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା ।…

ନିୟନ୍ତ୍ରଣହୀନ ଡେଙ୍ଗୁ, ରାଜ୍ୟ ସରକାର ପଙ୍ଗୁ: ଦିଲୀପ ମହାନ୍ତି…

ଭୁବନେଶ୍ୱର: “ଗଲି ଗଲି ମେ ଶୋର୍ ହୈ, ଡେଙ୍ଗୁ ବଡା ଜୋର୍ ହୈ”। ଦୁଃଖ ପରିତାପର ବିଷୟ ରାଜ୍ୟରେ ଡେଙ୍ଗୁ ରୋଗ “ନିୟନ୍ତ୍ରଣହୀନ” ହୋଇପଡିଥିବା ବେଳେ, ମୁକାବିଲାରେ ରାଜ୍ୟ ସରକାର “ପଙ୍ଗୁ” ହୋଇପଡିଛନ୍ତି ବୋଲି କହି ରାଜ୍ୟ ସରାକାରଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ…

ପୁଲିସକୁ ମାଡ଼ ମାରିବା ଘଟଣାରେ ଦୁଇ ଗିରଫ…

ସୋର: ଗତକାଲି ସନ୍ଧ୍ୟାରେ ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ପୁଲିସକୁ ମାଡ଼ ମାରି ହାତ ଭାଙ୍ଗିବା ଘଟଣାରେ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସୋର ପୁଲିସ। ସୂଚନା ଅନୁସାରେ ସୋର ବ୍ଲକ ଅନନ୍ତପୁର ପଂଚାୟତ ପୁରୁଷୋତ୍ତମ ପୁର ଗ୍ରାମର ବଂଶୀଧର ମଳିକଙ୍କ ନାମରେ ୨୦୦୯ ମସିହାରେ…

ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତାକାଲି ଜୋହାନ୍ସବର୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୨-୨୪ ଯାଏ ଚାଲିବାକୁ ଥିବା ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ମଙ୍ଗଳବାର ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ…

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହାସ୍ଥିତ ବ୍ରାହ୍ମଣୀ ନଦୀ ସେତୁ…

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା କଣିହାଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ…

ଅସନ୍ତୁଷ୍ଟ ଦର୍ଶାଇ ଜାମିନ୍‌କୁ ଚାଲେଞ୍ଜ୍‌ କରିପାରିବ ନାହିଁ ‘ସିବିଆଇ’: ଲାଲୁ ଯାଦବ

ନୂଆଦିଲ୍ଲୀ: ଅସନ୍ତୁଷ୍ଟ ବୋଲି କହି ତାଙ୍କୁ ମିଳିଥିବା ଜାମିନକୁ ‘ସିବିଆଇ’ ଅଦାଲତରେ ଚାଲେଞ୍ଜ୍‌ କରିପାରିବ ନାହିଁ ବୋଲି ଆଜି ‘ଆର୍‌ଜେଡି’ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ସୁପ୍ରିମ୍‌ କୋର୍ଟଙ୍କୁ କହିଛନ୍ତି। ସୁପ୍ରିମ୍‌ କୋର୍ଟରେ ଦାଖଲ କରିଥିବା ଜବାବରେ ଲାଲୁ ପ୍ରସାଦ ଯାଦବ…

ସ୍କୁଲ ପାଖ ନାଳରେ ବୁଡ଼ି ଛାତ୍ର ମୃତ…

ନୂଆପଡା: ବୋଡେନ ବ୍ଲକ ବୁଢ଼ାପଡା ଅପଗ୍ରେଡ ହାଇସ୍କୁଲରେ ଅଭାବନୀୟ ଘଟଣା। ସ୍କୁଲ ପାଖ ନାଳରେ ବୁଡ଼ି ୩ୟ ଶ୍ରେଣୀ ଛାତ୍ର ମୃତ। ମଧ୍ୟାହ୍ନ ଭୋଜନ ପରେ ନାଳକୁ ଗାଧୋଇବା ପାଇଁ ଯାଇ ବୁଡ଼ି ଯାଇଥିଲେ ଛାତ୍ର। ଘଟଣାକୁ ନେଇ ସ୍କୁଲରେ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା…

ଏସିଆ କପ୍ ପାଇଁ ସ୍କ୍ୱାଡ ଘୋଷଣା…

ମୁମ୍ବାଇ : ଏସିଆ କପ୍ କ୍ରିକେଟ୍ ପାଇଁ ସ୍କ୍ୱାର୍ଡ ଘୋଷଣା କଲା ବିସିସିଆଇ। ଆଜି 17 ଜଣିଆ ଦଳ ଘୋଷଣା କରିଛି ଭାରତୀୟ କ୍ରିକେଟ୍ ବୋର୍ଡ। ରୋହିତ ଶର୍ମାଙ୍କ ନେତୃତ୍ୱରେ କପ୍ ଖେଳିବ ଦଳ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ-ଅଧିନାୟକ ଭାବେ ରଖାଯାଇଛି। 17 ଜଣିଆ ଟିମକୁ ଫେରିଛନ୍ତି କେ.ଏଲ…

ଶ୍ରୀମନ୍ଦିର ସୁରକ୍ଷିତ ଅଛି, ମରାମତି କାମ ମଧ୍ୟ ଠିକଭାବେ ଚାଲିଛି- ଏଏସଆଇ ଅଧିକାରୀ

ପୁରୀ:ଶ୍ରୀମନ୍ଦିର ସୁରକ୍ଷିତ ଅଛି । ସମସ୍ତ ମରାମତି କାମ ମଧ୍ୟ ଠିକଭାବେ ଚାଲିଛି । କାମ ନେଇ ଆଶ୍ୱସ୍ତି ପ୍ରକାଶ କରିଛନ୍ତି ଏଏସଆଇ ଅଧିକାରୀ ।ଶ୍ରୀମନ୍ଦିର ନାଟମଣ୍ଡପ ଦୁର୍ବଳତାକୁ ନେଇ ଅମିକଶ କ୍ୱରୀଙ୍କ ସତ୍ୟପାଠ ହାଇକୋର୍ଟରେ ଦାଖଲ ପରେ ଆଜି ଶ୍ରୀମନ୍ଦିର ଯାଞ୍ଚ କରାଯାଇଛି । …