ପାରିବାରିକ କଳହକୁ ନେଇ ବିଷ ପିଇ ଆତ୍ମହତ୍ୟା କଲେ ସ୍ତ୍ରୀ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ସାନବଦାଙ୍ଗି ଗାଁରେ ଅଭାବନୀୟ ଘଟଣା ଘଟିଛି  । ପାରିବାରିକ କଳହକୁ ନେଇ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ମହିଳା ଜଣକ ରିଙ୍କି ବେହେରା ବୋଲି ଜଣାପଡିଛି । ରିଙ୍କି ୫ ବର୍ଷ ତଳେ ରାଧାକାନ୍ତ ବେହେରାଙ୍କୁ…

କର୍ଣ୍ଣାଟକରେ DRDO ଡ୍ରୋନ କ୍ରାସ୍‌…

କର୍ଣ୍ଣାଟକ: DRDO ର ଏକ ତାପସ ଡ୍ରୋନ କର୍ଣ୍ଣାଟକର ଚିତ୍ରଦୁର୍ଗ ନିକଟ ଏକ ଗାଁରେ କ୍ରାସ ହୋଇଛି । ଟ୍ରାଏଲ ସମୟରେ ଡ୍ରୋସ କ୍ରାସ୍‌ ହୋଇଥିବା ସୂଚନା ମିଳିଛି । ଡିଆରଡିଓ ଦ୍ୱାରା ଡେଭଲପ କରାଯାଉଥିବା ଏହି ତାପସ ଡ୍ରୋନ ଦୁର୍ଘଟଣା ନେଇ ଡିଆରଡିଓ ପକ୍ଷରୁ ସୂଚନା…

ବାରିପଦାରେ ହେବ କ୍ୟାନସର ହସ୍ପିଟାଲ…

ବାରିପଦା: ପୁରା ହେବ ମୟୁରଭଞ୍ଜବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ  ।  ବାରିପଦାରେ ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ  । ଖୁବଶୀଘ୍ର ଖୋଲିବ ୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ । ଏ ନେଇ ଗତକାଲି ଟାଟା ମେମୋରିଆଲ କ୍ୟାନସର ହସ୍ପିଟାଲ ମୁମ୍ବାଇରୁ ଏକ ୫ ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ…

ଚିନ୍ତା ବଢାଇଲା କରୋନା; ଭୂତାଣୁର ନୂଆ ଭାରିଆଣ୍ଟ ଚିହ୍ନଟ…

ନୂଆଦିଲ୍ଲୀ: ପୁଣି ଚିନ୍ତା ବଢାଇଲା କରୋନା। ବୈଜ୍ଞାନିକମାନେ କରୋନା ଭୂତାଣୁର ଏକ ନୂଆ ଭାରିଆଣ୍ଟ ଚିହ୍ନଟ କରିଛନ୍ତି। ଏହି ଭାରିଆଣ୍ଟର ନାମ ବିଏ.୨.୮୬। ଏହି ଭାରିଆଣ୍ଟକୁ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଜୁଲାଇ ଶେଷରୁ…

ମନ୍ଦିରରେ ପୂଜା କରୁଥିବା ସମୟରେ ଟଳି ପଡ଼ିଲେ ପୂଜକ…

ନରସିଂହପୁର: ଆଜି ସକାଳେ କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଅଲରା ଗାଁରେ ଥିବା ଶିବ ମନ୍ଦିରରେ ଅଘଟଣ ଘଟିଛି। ମନ୍ଦିରରେ ପୂଜା କରୁଥିବା ସମୟରେ ଟଳି ପଡ଼ିଥିଲେ ପୂଜକ। ମେଡିକାଲରେ ତାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ସୂଚନା ଅନୁଯାୟୀ, ଅଲରା ଗାଁରେ ଶିବ ମନ୍ଦିରର ପୂଜକ…

୪୦ଥର ଟ୍ରାଫିକ ନିୟମ ଭାଙ୍ଗି ଧରାପଡିଲେ ବ୍ୟକ୍ତି, ଦେଲେ ୧୨ ହଜାର ଟଙ୍କା ଜରିମାନା

ବେଙ୍ଗାଲୁରୁ: ଚାଲାଣ ଉପରେ ଲାଗିଲା ଚାଲାଣ । ଅନେକ ଲୋକ ଟ୍ରାଫିକ ନିୟମ ଭାଙ୍ଗିଥିବା ତ ଆପଣମାନେ ଜାଣିଥିବେ । କିନ୍ତୁ ଜଣେ ବ୍ୟକ୍ତି ୪୦ ଥର ଟ୍ରାଫିକ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି । ବେଙ୍ଗାଲୁରୁ ଟ୍ରାଫିକ ପୋଲିସ ଜଣେ ବ୍ୟକ୍ତି ଟ୍ରାଫିକ ନିୟମ ଭାଙ୍ଗିଥିବାର ୪୦ଟି ପେଣ୍ଡିଂ…

ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନକୁ ଗିରଫ କଲା ଏସଟିଏଫ…

ଭୁବନେଶ୍ବର: ସୂଚନା ଅଧିକାର କର୍ମୀ କହି ଠକେଇ ମାମଲା  । ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନଙ୍କୁ ଗିରଫ କଲା ଏସଟିଏଫ୍ । କାହ୍ନୁ ଚରଣଙ୍କଠାରୁ ୪ କୋଟି ଟଙ୍କା ବ୍ୟାଙ୍କ ଖାତା ଜମା ଥିବା ନେଇ ତଥ୍ୟ ମିଳିଛି । କାହ୍ନୁଚରଣ ଆକାଉଣ୍ଟରେ କୋଟି କୋଟି ଟଙ୍କାର ଟ୍ରାଞ୍ଜାକ୍ସନ ହୋଇଛି ।…

ବନ୍ୟାଞ୍ଚଳ ବୁଲି ଦେଖୁଥିବା ବେଳେ ପଞ୍ଜାବ ଶିକ୍ଷା ମନ୍ତ୍ରୀଙ୍କୁ କାମୁଡ଼ିଲା ସାପ…

ପଞ୍ଜାବରେ ପୁଣିଥରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜ୍ୟର ୭ଟି ଜିଲ୍ଲାରେ ପାଖାପାଖି ୮୯ଟି ଗ୍ରାମ ବନ୍ୟା ଜଳରେ ବୁଡ଼ି ରହିଛି। ହୋସିୟାର୍‌ପୁର, ଅମୃତସର, କପୁରଥଲା, ରୋପଡ୍‌, ତରନତାରନ, ଫିରୋଜପୁର ଓ ଗୁରଦାସପୁରରେ ବନ୍ୟାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି।…

ଏସଆଇଙ୍କୁ ଆକ୍ରମଣ ଘଟଣା: ୪ ଅଭିଯୁକ୍ତ ଗିରଫ..

ଭୁବନେଶ୍ବର: ଅପରାଧୀଙ୍କ ଆଡ୍ଡା ସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ଗର । ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଦ୍ୟୁତ ସବଷ୍ଟେସନ ନିକଟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଏକ ପରିତ୍ୟକ୍ତ କୋଠା ଘରେ ଏକ ଅପରାଧୀ ଗ୍ୟାଙ୍ଗ ଅପରାଧ ଘଟାଇବା ପାଇଁ ଆଡ୍ଡା…

ଅଖିଳେଶ ଯାଦବଙ୍କୁ ଭେଟିଲେ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ…

ଲକ୍ଷ୍ନୌ: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶନିବାର ସନ୍ଧ୍ୟାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ରବିବାର ସକାଳେ ଅଭିନେତା ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବଙ୍କୁ ତାଙ୍କ…