ଆସୁଛି ଗଣେଶ ପୂଜା, ଚାନ୍ଦା ଆଦାୟ ଓ ଠାକୁରଙ୍କ ମୂର୍ତ୍ତି ବିକୃତ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ…

ଭୁବନେଶ୍ଵର: ଆଗକୁ ଆସୁଛି ଗଣେଶ ପୂଜା । ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌‌ ପୁଲିସ ତା’ର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଗଣେଶଙ୍କ ମୂର୍ତ୍ତି ବିକୃତ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିସହିତ ଚାନ୍ଦା ଓ ବଟି ଆଦାୟ ନେଇ ନୋ’ ଟଲେରାନ୍ସ ନୀତି ଆପଣାଇବାକୁ ସ୍ଥିର…

ନବଜାତଙ୍କ ଶିରାରେ ପବନ ଏବଂ ଇନସୁଲିନ ଭରି ହତ୍ୟା କରିଥିଲେ ନର୍ସ…

୭ଜଣ ନବଜାତକଙ୍କୁ ହତ୍ୟା କରିଥିବା ଏବଂ ଆଉ ୬ଜଣଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଇଂଲଣ୍ଡର ଚେଷ୍ଟର୍ ହସ୍ପିଟାଲର ଜଣେ ନର୍ସ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଚେଷ୍ଟର୍ ହସ୍ପିଟାଲରେ କାମ କରୁଥିବା ନର୍ସ ଲୁସି ଲେଟବୀଙ୍କୁ ମାଞ୍ଚେଷ୍ଟର କ୍ରାଉନ କୋର୍ଟ ହତ୍ୟା…

୬ ମାସ ଭିତରେ ଶେଷ ହେବ ସମସ୍ତ କଲେଜଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ: 5T ସଚିବ…

ପୁରୀ: ପୁରୀର ସମସ୍ତ +୨ଏବଂ +୩ କଲେଜଗୁଡ଼ିକ ୫ଟି ରୂପାନ୍ତିକରଣରେ ସାମିଲ କରାଯାଇଛି । ଏଥିସହ ସମସ୍ତ କଲେଜଗୁଡିକ ଉନ୍ନତି ନିମନ୍ତେ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ । ଏକ ମାସ ମଧ୍ୟରେ ସମସ୍ତ କଲେଜଗୁଡିକରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ କରାଯାଇ ୬ ମାସ ମଧ୍ୟରେ ଶେଷ କରିବା…

CBSE ଜାରି କଲା ନୂଆ ନୋଟିସ, ଏହା ନକଲେ ଦେଇପାରିବେନି ୨୦୨୪ ବୋର୍ଡ ପରୀକ୍ଷା…

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସ୍ଇ, ଛାତ୍ର ତଥା ସେହି ସମ୍ବନ୍ଧୀୟ ସ୍କୁଲଗୁଡ଼ିକ ପାଇଁ ଏକ ସତର୍କ ସୂଚନା ଜାରି କରିଛି। ସିବିଏସ୍ଇ ସୂଚନା ଦେଇଛି ଯେ ଯଦି ଛାତ୍ର ଏବଂ ସ୍କୁଲଗୁଡ଼ିକ ‘ଲିଷ୍ଟ ଅଫ କ୍ୟାଣ୍ଡିଡେଟ୍ସ’ ଫର୍ମ ଠିକ୍‌ ଭାବରେପୂରଣ…

୧୮ରୁ କମ୍ ବୟସରେ ଶାରୀରିକ ସମ୍ପର୍କକୁ ଅପରାଧ ମୁକ୍ତ କରିବା ଠିକ୍ ହେବ କି ?

ନୂଆଦିଲ୍ଲୀ: ବିଦେଶ ପରି ଆମ ଦେଶରେ ରୋମିଓ-ଜୁଲିଏଟ୍ ଆଇନକୁ ସମ୍ଭାବ୍ୟ ଭାବେ ଗ୍ରହଣ କରିବା ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ମତାମତ ଦେବାକୁ କହିଛନ୍ତି। ଏହି ଆଇନର ଉଦ୍ଦେଶ୍ୟ ହେଉଛି କିଶୋରୀମାନଙ୍କ ମଧ୍ୟରେ ସହମତିରେ ହେଉଥିବା ଯୌନ କାର୍ଯ୍ୟକଳାପକୁ ଅପରାଧମୁକ୍ତ କରିବା। ୧୮…

ଗ୍ୟାରେଜ ଭିତରେ ଦୀପିକାଙ୍କୁ ତାଲା ପକାଇ ଦେଲେ ଦିନେଶଙ୍କ ବାପା ମା’…

ବ୍ରହ୍ମପୁର: ସ୍ତ୍ରୀର ଅଧିକାର ଓ ପୁଅକୁ ବାପାର ପରିଚୟ ଦେବା ପାଇଁ ପ୍ରେମିକ ଘର ଆଗରେ ଧାରଣରେ ବସିଥିବା କେ.ଦୀପିକାଙ୍କୁ ଗ୍ୟାରେଜ ଭିତରେ ତାଲା ପକାଇ ଦେଇଛନ୍ତି ଦିନେଶଙ୍କ ବାପାମା’ । ଏପରି ସଂଗୀନ ଅଭିଯୋଗ ଆଣିଛନ୍ତି କେ.ଦୀପିକା । ଦିନେଶଙ୍କ ବାପା ମାଆ…

ଶାରୀରିକ ସଂପର୍କ ରଖିବାକୁ ମନା କରିବାକୁ ପ୍ରେମିକା ବେକରେ ପେଚକସ୍‌ ପୁରାଇଲା ପ୍ରେମିକ…

ଶାରୀରିକ ସମ୍ପର୍କ ରଖିବାକୁ ପ୍ରେମିକା ମନା କରିବାରୁ ବେକରେ ପେଚକସ୍‌ ପୁରାଇ ଆକ୍ରମଣ କଲା ପ୍ରେମିକ । ନିଜ ଲିଭ- ଇନ୍- ପାର୍ଟନର ବେକରେ ସ୍କ୍ରୁ- ଡ୍ରାଇଭରରେ ଫୁଟାଇ ଦେଇଛି ପ୍ରେମିକ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।…

ନିଶା ମାଫିଆଙ୍କ ଆକ୍ରମଣରେ ପୋଲିସ ଏସଆଇ ଆହତ, ୪ ଗିରଫ…

ଭୁବନେଶ୍ୱର : ରାଜଧାନୀରେ ନିଶା ମାଫିଆଙ୍କ ଦୌରାତ୍ମ୍ୟ। ନିଶା ମାଫିଆଙ୍କ ଆକ୍ରମଣରେ ୨ ପୋଲିସ ଆହତ । ଭୁବନେଶ୍ବର ଧଉଳି ଥାନା SI ସନ୍ତୋଷ ବଳ ଆକ୍ରମଣରେ ଗୁରୁତର । ଅନ୍ୟ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି । ଖବର ଅନୁଯାୟୀ,  ଧଉଳି ଥାନା ଏସବିଆଇ…

ସୋଶିଆଲ ମିଡିଆରେ ଅଶ୍ଳୀଳ ପୋଷ୍ଟ କରି କ୍ଷମା ମାଗିବା ପରେ କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିପାରିବେନି…

ନୂଆଦିଲ୍ଲୀ: କେବଳ କ୍ଷମାପ୍ରାର୍ଥନା ଜାରି କରି ବ୍ୟକ୍ତିବିଶେଷ ନିଜର ଅଶାଳୀନ ଓ ଅଶ୍ଳୀଳ ସୋସିଆଲ ମିଡିଆ ପୋଷ୍ଟର ପରିଣାମରୁ ବର୍ତ୍ତି ପାରିବେ ନାହିଁ । ଶୁକ୍ରବାର ସୁପ୍ରିମକୋର୍ଟ ଏକ ମାମଲାର ଶୁଣାଣି ବେଳେ ଏଭଳି ଗୁରୁତ୍ୱାରୋପ କରିଛନ୍ତି। ୭୨ ବର୍ଷୀୟ…

ରେଳ ଧାରଣାରେ ହାତୀ ଆସୁଥିଲେ ବାଜିବ ଆଲାରାମ, କମିଯିବ ଟ୍ରେନର ବେଗ…

ଭୁବନେଶ୍ୱର: ଟ୍ରେନ ଧକ୍କାରେ ଆଉ ମରିବେନି ହାତୀ । ହାତୀ ମୃତ୍ୟୁକୁ ଏଡାଇବା ପାଇଁ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ହାତୀ ଅନୁପ୍ରବେଶ ପଥ ଚିହ୍ନଟ ପାଇଁ ରେଳଧାରଣାର ଆଇଡିଏସ  ବା ଇଣ୍ଟ୍ରୁଜନ ଡିଟେକ୍ସନ ସିଷ୍ଟମ । ଟ୍ରେନ ଧକ୍କାରେ  ହାତୀ ମୃତ୍ୟୁ ଏକ…