ଦେଶର ଭାଗ୍ୟ ବଦଳାଇବାରେ ସ୍ୱାସ୍ଥ୍ୟ କର୍ମୀଙ୍କର ରହିଛି ବଡ଼ ଭୂମିକା: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦେଶର ରାଜଧାନୀ ନୂଆଦିଲ୍ଲୀରେ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଲାଲକିଲ୍ଲା ପ୍ରାଚୀରରୁ ୫୦ ଜଣ ନର୍ସ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇଥିଲା। ବିଭିନ୍ନ ବର୍ଗର ୧୮୦୦ ସ୍ୱତନ୍ତ୍ର ଅତିଥି ମାନଙ୍କ ମଧ୍ୟରେ…