ଘରୋଇ ଇଂରାଜୀ ମିଡିୟମ ସ୍କୁଲର ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ମାଡ଼ପିଟ, ୧୦ ଜଣଙ୍କ ନାଁରେ ମାମଲା

କଟକ : କଟକରେ ଅଭାବନୀୟ ଘଟଣା । ଗଣ୍ଡରପୂର୍ ମହାନଦୀ ବିହାର ଅଞ୍ଚଳର ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ । ଦୁଇ ଛାତ୍ରଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ୧୦ ଛାତ୍ରଙ୍କ ନାଁ ରେ ଚାଉଳିଆଗଞ୍ଜ ଥାନାରେ ମାମଲା ରୁଜୁ ହୋଇଛି । ବିଦ୍ୟାଳୟ ଲିଫ୍ଟରେ ଯିବାକୁ…

ଜାନୁଆରୀ ୯ରୁ ୧୩ତମ ବ୍ରହ୍ମପୁର ମହାନଗର ମହୋତ୍ସବ : ଲୋଗୋ ଉନ୍ମୋଚନ କଲେ ବିଧାୟକ

ବ୍ରହ୍ମପୁର, ୨୨/୧୧: ରେଶମ ସହର ବ୍ରହ୍ମପୁରର କଳା, ସାହିତ୍ୟ ଓ ସଂସ୍କୃତିର ମହାକୁମ୍ଭ କୁହାଯାଉଥିବା 'ବ୍ରହ୍ମପୁର ମହାନଗର ମହୋତ୍ସବ' ଆସନ୍ତା ଜାନୁଆରୀ ମାସରେ ଅନୁଷ୍ଠିତ ହେବ। ଜାନୁଆରୀ ୯ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୦ ଦିନ ବ୍ୟାପୀ ସ୍ଥାନୀୟ ଟାଉନ୍ ହଲ୍ ରୋଡ ସ୍ଥିତ…

ସିକନ୍ଦର ଆଲାମ୍ ଓ ତାର ଭାଇକୁ ଗିରଫ କଲା ଜଗତସିଂହପୁର ପୁଲିସ

ଜଗତସିଂହପୁର: ବାଲାଂଦେଶୀ ଅନୁପ୍ରବେଶ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ୍ ଓରଫ ସିକୁ କୁ ଗିରଫ କରିଛି ପୁଲିସ୍ । ୧୬ ତାରିଖରେ ସନ୍ଧ୍ୟା‌ରେ ପୁଲିସ୍ ର ଚଡ଼ାଉ ଦେଖି ଚମ୍ପଟ ମାରିଥିଲା । ଶନିବାର ଯାଜପୁର ଠାରେ ଅଭିଯୁକ୍ତ ସିକନ୍ଦର ପୋଲିସ୍ ପଞ୍ଜାରେ ପଡ଼ିଛି । ସିକନ୍ଦର…

ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲା ପହଞ୍ଚିଲା ଜାତୀୟ ମାନବାଧିକାର କମିଶନରେ : ୫୦ ଲକ୍ଷ କ୍ଷତିପୂରଣ ସହ ତୁରନ୍ତ ଗିରଫ…

ଭୁବନେଶ୍ୱର, ୨୨/୧୧: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ରହସ୍ୟ ଘନୀଭୂତ ହେବାରେ ଲାଗିଛି। ମୃତ୍ୟୁ ପଛରେ ଷଡ଼ଯନ୍ତ୍ର ଥିବା ନେଇ ପରିବାର ପକ୍ଷରୁ ବାରମ୍ବାର ଅଭିଯୋଗ ହେଉଥିବା ବେଳେ, ଏବେ ଏହି ମାମଲା ଯାଇ ନୂଆଦିଲ୍ଲୀ ସ୍ଥିତ ଜାତୀୟ…

୬୯ ଲକ୍ଷ ହଡପ, ବନ୍ଧା ହେଲେ ପୂର୍ବତନ କିରାଣି

ଭୁବନେଶ୍ବର: ୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଟ୍ରେଜେରୀ ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ । ଟ୍ରେଜେରୀର ୬୮ଲକ୍ଷ ୮୫ ହଜାର ୪୯୭ ଟଙ୍କା ହଡ଼ପ ଅଭିଯୋଗରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ । ମନୋରଞ୍ଜନ ସାହୁ ପରିବାର…

କୋରାପୁଟରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳିତ : ଜନ୍ମମାଟି ତେନ୍ତୁଲିଗୁମ୍ମାର ବିକାଶ ପାଇଁ ପ୍ରତିଶ୍ରୁତି ଦେଲେ…

କୋରାପୁଟ : କୋରାପୁଟ ଜିଲ୍ଲା ସଦର ମହକୁମାରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମାଟିର ବୀରପୁତ୍ର ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାର ବରିଷ୍ଠ ରାଜନେତା, ପ୍ରଶାସନିକ ଅଧିକାରୀ ଏବଂ ବୁଦ୍ଧିଜୀବୀମାନେ ଶହୀଦଙ୍କ ପ୍ରତିମୂର୍ତ୍ତିରେ…

କୋଟପାଡ଼ ବିଇଓଙ୍କ ନୂଆ କାରନାମା : ଶିକ୍ଷକଙ୍କ ପୋଷ୍ଟାଲ ଚିଠି ଫେରାଇ ବିବାଦରେ

କୋଟପାଡ଼, ୨୨/୧୧: କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଶିକ୍ଷା ବିଭାଗରେ ଅବ୍ୟବସ୍ଥା ଚରମ ସୀମାରେ ପହଞ୍ଚିଛି। ବିଭିନ୍ନ ସମୟରେ ନିଜର କାର୍ଯ୍ୟକଳାପ ପାଇଁ ବିବାଦରେ ରହୁଥିବା କୋଟପାଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ) ପୁଣିଥରେ ଚର୍ଚ୍ଚାର ପରିଧିକୁ ଆସିଛନ୍ତି। ପୂର୍ବରୁ ବଟି ଆଦାୟ…

ରୁଷୀୟ ବୋମା ବିସ୍ଫୋରଣରେ ୟୁକ୍ରେନର ୫ ସାଧାରଣ ନାଗରିକ ମୃତ

ରୁଷ : ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି । ରୁଷୀୟ ସେନା ଶୁକ୍ରବାର ସକାଳେ ସାଉଥ୍ ୟୁକ୍ରେନର ଜାପୋରିଝିଆ ସହର ଉପରେ ୩ଟି ଶକ୍ତିଶାଳୀ ଗ୍ଲାଇଡ୍ ବୋମା ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ପ୍ରାୟ ୫ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିସହ…

ଶାନ୍ତି ପ୍ରସ୍ତାବରେ ରାଜି ହେବେ ୟୁକ୍ରେନ ରାଷ୍ଟ୍ରପତି: ଟ୍ରମ୍ପ

ନୂଆଦିଲ୍ଲୀ : ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଶାନ୍ତି ପ୍ରସ୍ତାବରେ ରାଜି ହେବେ । ଏହି ପ୍ରସ୍ତାବକୁ ଜେଲେନସ୍କି ଅନୁମୋଦନ କରିବେ ବୋଲି ଆଶା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ । ଆମେରିକା ପାଖରେ ଶାନ୍ତି ଫେରାଇ ଆଣିବାର ବାଟ ଅଛି । ଶୀତୠତୁ ପୂର୍ବରୁ ୟୁକ୍ରେନ ଉପରେ ଘନେଇ…

ବିଧାୟକଙ୍କୁ ଦେଖି ଠିଆ ନ ହେବାରୁ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ହରିୟାଣାରେ ଜଣେ ଡାକ୍ତରଙ୍କ ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଚକିତ ହୋଇଛନ୍ତି। ବିଧାୟକ ଆସିବାବେଳେ ତାଙ୍କୁ ସମ୍ମାନ ଦେବା ପାଇଁ ଡାକ୍ତରଜଣକ ଠିଆ ହୋଇନଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବାବେଳେ ହାଇକୋର୍ଟ ସରକାରଙ୍କ…