ଏଣିକି ଶସ୍ତା ହେବ ବାଲି ଦର, ସରକାର ଲାଗୁ କରିବେ MSP
ଭୁବନେଶ୍ବର: ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ ଗୋଟିଏ ଦରରେ ବିକ୍ରି ହେବ ବାଲି । ଦର କମିବା ସହ ଲୋକଙ୍କୁ ସୁଲଭ!-->…