ଅଟା ମେସିନରେ ବୋମା ତିଆରି କରୁଥିଲା ଆତଙ୍କୀ ମୁଜାମ୍ମିଲ

ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ତଦନ୍ତକାରୀ ଏଜେନ୍ସିଗୁଡ଼ିକ ବଡ଼ ସୁରାକ ମିଳିଛି । ଗିରଫ ଅଭିଯୁକ୍ତ ମୁଜାମ୍ମିଲ ଶକିଲ ଗଣାଇ ବିସ୍ଫୋରକ ପ୍ରସ୍ତୁତ କରିବା ପାଇଁ ଏକ ଅଟା କଳ ଏବଂ ବୈଦ୍ୟୁତିକ ଯନ୍ତ୍ରପାତି ବ୍ୟବହାର କରିଥିଲେ । ପୋଲିସ…

ମହମ୍ମଦ ସିଦ୍ଦିକିଙ୍କ ଘର ଉପରେ ବୁଲିବ ବୁଲଡୋଜର, ୩ ଦିନରେ ଖାଲି କରିବାକୁ ନୋଟିସ

ନୂଆଦିଲ୍ଲୀ : ଅଲ୍-ଫଲାହ ୟୁନିଭର୍ସିଟି ମାଲିକଙ୍କ ଘର ଉପରେ ବୁଲିବ ବୁଲଡୋଜର । ଭାଙ୍ଗିବ ମଧ୍ୟପ୍ରଦେଶରେ ଥିବା ପୈତୃକ ଘର । ଘର ଭାଙ୍ଗିବାକୁ ଜାରି ହେଲା ନୋଟିସ । ଆତଙ୍କବାଦ ଓ ଠକେଇ ତଦନ୍ତ ମଧ୍ୟରେ ଉଚ୍ଛେଦ ନୋଟିସ୍ ଜାରି ହୋଇଛି । ମଧ୍ୟପ୍ରଦେଶର ମହୋ କ୍ୟାଣ୍ଟନମେଣ୍ଟ ବୋର୍ଡ…

ରାୟଗଡ଼ା ଜିଲ୍ଲାର ବିଦ୍ୟୁତ ଭିତ୍ତିଭୂମିକୁ ସୁଦୃଢ଼ କରିଛି ଟିପିଏସ୍ଓଡିଏଲ୍…

ନୂତନ ୩୩କେଭି ଫିଡର ଲାଇନ ସଂଯୋଗ ୨୦ହଜାରରୁ ଅଧିକ ଉପଭୋକ୍ତା ଉପକୃତ ଭରସାଯୋଗ୍ୟ ବିଜୁଳି ଯୋଗାଣ ଓ ସୁଦୃଢ଼ ବିଦ୍ୟୁତ ଭିତ୍ତିଭୂମି ଭବିଷ୍ୟତରେ ବହୁ ନିବେଶକୁ କରିବ ଆକର୍ଷିତ ରାୟଗଡା : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) ତରଫରୁ ରାୟଗଡ଼ା…

ଅଠା ଫ୍ୟାକ୍ଟ୍ରିରେ ବଏଲର ବିସ୍ଫୋରଣ: ୧୫ ମୃତ

ଲାହୋର : ପୂର୍ବ ପାକିସ୍ତାନର ଏକ ଅଠା ଫ୍ୟାକ୍ଟ୍ରିରେ ବଏଲର ବିସେ୍ଫାରଣ ହୋଇଛି । ଏହି ଘଟଣାରେ ଅତିକମରେ ୧୫ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଏହି ଘଟଣାରେ ଫ୍ୟାକ୍ଟ୍ରି ମ୍ୟାନେଜରକୁ ଗିରଫ କରାଯାଇ ମାଲିକଙ୍କୁ ଖୋଜା ଚାଲିଛି । ବିସ୍ଫୋରଣ ହେବା ପରେ…

ଜମି ଠକେଇ ଅଭିଯୋଗ: ଯବାନ ଗିରଫ

 ଭୁବନେଶ୍ୱର:  ଭୁବନେଶ୍ୱରରେ ଜମି ଠକେଇ ମାମଲାରେ ଯବାନଙ୍କୁ ବାନ୍ଧିଛି ପୁଲିସ । ଏସଏସବି ଯବାନ ସଚିତ୍ର ସେନାପତିଙ୍କୁ ଗିରଫ କରିଛି ସହିଦନଗର ଥାନା ପୁଲିସ । ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା । ୪୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଏସଏସବି…

ତୁମୁଡିବନ୍ଧରେ ବୁଲିଲା ବୁଲଡୋଜର : ସରକାରୀ ଜମି ଜବରଦଖଲ ଅଭିଯୋଗରେ ୬ଟି ଘର ଭାଙ୍ଗିଲା ପ୍ରଶାସନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ନୂତନ ସରକାର ଗଠନ ପରେ ସମଗ୍ର ଓଡିଶାରେ ସରକାରୀ ଜମି ଜବରଦଖଲକାରି ଙ୍କ ଉପରେ କଡା ନଜର ରଖି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି l ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳ…

ବିହାରରେ ଏନଡିଏର ବିପୁଳ ବିଜୟ ପରେ ଓଡ଼ିଶାରେ ଧର୍ମେନ୍ଦ୍ରଙ୍କୁ ବିପୁଳ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିହାରରେ ଏନଡିଏର ବିପୁଳ ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ପହଞ୍ଚିଛନ୍ତି । ଧର୍ମେନ୍ଦ୍ରଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ତାଙ୍କୁ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ ବିହାର…

ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ…

ନଭେମ୍ବର ୨୮ ପର୍ଯ୍ୟନ୍ତ ଫର୍ମପୂରଣ କରିପାରିବେ ମାଟ୍ରିକ୍‌ ଛାତ୍ରଛାତ୍ରୀ

କଟକ: ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି ପାଇଛି। ଆସନ୍ତା ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୮ରୁ ଫର୍ମ ପୂରଣ ଆରମ୍ଭ ହୋଇଥିଲା। ବୋର୍ଡ…

ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ୫ ହଜାର ଟଙ୍କାକୁ ବୃଦ୍ଧି ହେଲା ବରିଷ୍ଠ ସେବାୟତଙ୍କ ପେନସନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା। ଚାରି ଘଣ୍ଟା ଧରି ବିଭିନ୍ନ ପ୍ରସଙ୍ଗ ନେଇ…