ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ

ବାଲିଗୁଡ଼ା, ତା, ୨୨/୦୮: କନ୍ଧମାଳ ପୋଲିସ୍ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ । ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବ୍ରାଉନ୍ ସୁଗାର କାରବାରର ମୁଖ୍ୟ କିଙ୍ଗ ପିନ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭) କୁ ୫୯ ନଂ. ଜାତୀୟ ରାଜପଥ…

ନୟାଗଡ଼କଲେଜର ଶିକ୍ଷାଦାନ ନିର୍ଘଣ୍ଟ କାହା ସ୍ୱାର୍ଥରେ?

ନୟାଗଡ଼ : ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷାଦାନ ସମୟ ନିର୍ଘଣ୍ଟକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପ୍ରାକ୍ତନ ଛାତ୍ର ସଂଘ ସଭାପତି ତଥା ବିଶିଷ୍ଟ ବାମପନ୍ଥୀ ନେତା ବିଶ୍ୱନାଥ ମହାପାତ୍ର। ମହାବିଦ୍ୟାଳୟରେ ଶିକ୍ଷାଦାନ ସକାଳ ୭ଟାରୁ ଆରମ୍ଭ କରାଯାଇ ପୂର୍ବାହ୍ନରେ ପ୍ରାୟ ସମସ୍ତ କ୍ଲାସ୍ ଶେଷ…

ରକ୍ତ ପରୀକ୍ଷା ପାଇଁ କରାଯିବ ଟୋକୋନ୍ ବ୍ୟବସ୍ଥା, ଆଉ ଘଣ୍ଟାଘଣ୍ଟା ଠିଆ ହେବେ ନାହିଁ ରୋଗୀ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ରକ୍ତ ପରୀକ୍ଷା ପାଇଁ ଆଉ ଧାାଡିରେ ଘଣ୍ଟା ଘଣ୍ଟା ଠିଆ ହେବାକୁ ପଡ଼ିବ ନାହିଁ । ସେଥିପାଇଁ ପାଥୋଲୋଜି ବିଭାଗରେ ନିର୍ମାଣ ଚାଲିଛି ସ୍ୱତନ୍ତ୍ର ରକ୍ତ ପରୀକ୍ଷା ୟୁନିଟ୍ । ସେଠାରେ ପ୍ରାୟ ୨୫୦ରୁ ଅଧିକ ରୋଗୀଙ୍କୁ ବସିବା ପାଇଁ ଚୌକି ବ୍ୟବସ୍ଥା କରାଯିବ ।…

ଥାନା ଓ ଡାକ୍ତର ଖାନାରେ ଗୋଦି ମିଡ଼ିଆ ପରିଚୟ ଦେଇ ବିଭିନ୍ନ କାର୍ଯ୍ୟରେ ହସ୍ତକ୍ଷେପ……!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହରରେ ସଞ୍ଜ ନଇଁଲେ ଡାକ୍ତର ଖାନା ଠାରୁ ଆରମ୍ଭ କରି ଥାନା ଗୁଡିକରେ କିଏ ନିଜକୁ ସମାଜ ସେବୀ କିଏ ଗୋଦି ମିଡ଼ିଆ ର ପରିଚୟ ଦେଇ ବିଭିନ୍ନ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ଯୋଗୁଁ ସରକାରୀ କର୍ମଚାରୀ ଅଣନିଶ୍ୱାସୀ ହୋଇଥିବା ଲକ୍ଷ କରାଯାଇଛି। ସନ୍ଧ୍ୟା…

ଲୋକଲୋଚନରୁ ଆଢୁଆଳରେ ଏକ ଆଧ୍ୟାତ୍ମିକ ଶାନ୍ତିପୀଠ: ନୟାଗଡ଼ର ‘ବ୍ରଜ ପଲ୍ଲୀ’

ନୟାଗଡ଼(ନିସର୍ତ୍ତ) : ଆଧୁନିକତାର ଚାକଚକ୍ୟ ଏବଂ କୋଳାହଳପୂର୍ଣ୍ଣ ସହରୀ ଜୀବନଠାରୁ ବହୁ ଦୂରରେ, ପ୍ରକୃତିର ନିବିଡ଼ କୋଳରେ ଲୁଚି ରହିଛି ଏକ ଶାନ୍ତି ଏବଂ ଆଧ୍ୟାତ୍ମିକତାର ଅନନ୍ୟ ପୀଠ— 'ବ୍ରଜ ପଲ୍ଲୀ' । ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ବ୍ଲକର ସୂର୍କାବାଡ଼ି ପଞ୍ଚାୟତ ଅଧୀନରେ ଥିବା…

ଖରିଫ ଋତୁ ପାଇଁ ପଞ୍ଜୀକରଣ କଲେଣି ୭ ଲକ୍ଷରୁ ଅଧିକ ଚାଷୀ: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ…

ଓଡ଼ଗାଁ ସହର ଉପକଣ୍ଠରେ ହାତୀପଲ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବନାଞ୍ଚଳ ଓଡ଼ଗାଁ ଏନଏସି କଦଳୀବନ୍ଧ ୨୧ ନମ୍ବର ରାଜ୍ୟ ରାଜପଥ ଦକ୍ଷିଣ ପାର୍ଶ୍ଵରେ ଗୟଳ ସିଂ ପାହାଡ଼ ପାଦଦେଶରେ ୩ ହାତୀ ଛୁଆଙ୍କ ସହିତ ପ୍ରାୟ ୧୨ ରୁ ୧୫ ପଟ ହାତୀ ପଲଙ୍କ ଉପସ୍ଥିତି ସ୍ଥାନୀୟ ଅଞ୍ଚଳବାସୀଙ୍କ ଆଖିରୁ ନିଦ ହଜାଇ ଦେଇଛି।ଜାଭିୟର ସ୍କୁଲ…

ସର୍ପାଘାତରେ ଚାଲିଗଲା କକା-ପୁତୁରାଙ୍କ ଜୀବନ

ନୂଆପଡ଼ା: ରାତିରେ ଖୋଲା କ୍ୟାମ୍ପରେ ଶୋଇଥିବା ବେଳେ ଅଜାଣତରେ ବିଷାକ୍ତ ସାପ କାମୁଡ଼ିଦେଲା। ସାପ କାମୁଡ଼ିଥିବା ଜାଣିପାରିଲେ ନାହିଁ କକା-ପୁତୁରା। ଅନ୍ୟ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନେବା ପରେ ସେଠାରେ ଜଣାପଡ଼ିଲା କକା-ପୁତୁରାଙ୍କୁ ମଧ୍ୟ ସାପ କାମୁଡ଼ିଛି। ଚିକିତ୍ସାଧୀନ…

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ନୟାଗଡ଼: ସମର୍ପଣ ବୃଦ୍ଧାଶ୍ରମରେ ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। କ୍ଲବ ସଭାପତି ବାସୁଦେବ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ସମର୍ପଣର କାର୍ଯ୍ୟକାରୀ ସଭାପତି ଅରୁଣ ମହାନ୍ତି ସ୍ୱାଗତ ଭାଷଣ ଦେଇଥିଲେ। ସମର୍ପଣର ସମ୍ପାଦକ ଶ୍ରୀଧର ସାହୁ ବରିଷ୍ଠ…

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ବାଲିଗୁଡା, ତା, ୨୨/୦୮ : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ପରିସରରେ ନୂତନ ଭବିଷ୍ୟତ ନିର୍ମାଣର ସୁତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫୋଟ ଗ୍ରାଫି ଦିବସ…