ଜାପାନରେ ଜଳିଗଲା ୧୭୦ରୁ ଅଧିକ କୋଠା
ଜାପାନ : ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୭୦ରୁ ଅଧିକ କୋଠା ନଷ୍ଟ ହୋଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟା ପ୍ରାୟ ୫.୪୫ ସୁଦ୍ଧା ଏପରି ଘଟଣା ଦେଖିବାକୁ ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି!-->…