ଦେଶରେ ସକ୍ରିୟ ୬ କୋଟି ମୃତକଙ୍କ ଆଧାର କାର୍ଡ
ନୂଆଦିଲ୍ଲୀ: ଜାନୁଆରି ୨୦୦୯ରେ ଦେଶରେ ଆଧାର କାର୍ଡ ଲାଗୁ କରାଯାଇଥିଲା। ପ୍ରତ୍ୟେକ ନାଗରିକଙ୍କୁ ଆଧାର ନମ୍ବର ପ୍ରଦାନ କରିବାର ୧୫ ବର୍ଷ ବିତିଗଲାଣି। ଏହି ସମୟ ମଧ୍ୟରେ ୧୪୨ କୋଟିରୁ ଅଧିକ ଆଧାର କାର୍ଡ ଜାରି କରାଯାଇଥିଲା, କିନ୍ତୁ ୮ କୋଟିରୁ ଅଧିକ ଧାରକଙ୍କ ମୃତ୍ୟୁ ସତ୍ତ୍ବେ ମାତ୍ର ୧.୮୩!-->…