ଆଲାସ୍କାରେ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ, ୮ ମୃତ
ଆମେରିକା : ଆମେରିକାର ଆଲାସ୍କାର ପଶ୍ଚିମ ଅଞ୍ଚଳରେ ଏକ ଚାର୍ଟର୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ୨ ପାଇଲଟଙ୍କ ସହିତ ୬ ଜଣ ଯାତ୍ରୀ ରହିଥିଲେ । ବିମାନରେ ମୋଟ ୮ ଜଣ ଥିଲେ । ମୃତକମାନଙ୍କ ପରିଚୟ ସମ୍ପର୍କରେ ଅଧିକାରୀମାନେ ପରିବାରବର୍ଗଙ୍କୁ ସୂଚନା ଦେଇଛନ୍ତି ।!-->…