ରେକର୍ଡ ଭାଙ୍ଗିଲା ବିହାର ମତଦାନ: ସନ୍ଧ୍ୟା ୫ ସୁଦ୍ଧା ୬୭.୧୪ ପ୍ରତିଶତ ଭୋଟିଂ
ପାଟଣା: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ ହୋଇଥିଲା। ଯଦି ଦେଖାଯାଏ ତେବେ!-->…