ଟ୍ରଲରକୁ ଧକ୍କା ଦେଲା ବସ୍, ଜଣେ ମୃତ ଓ ୧୦ ଆହତ
ରେଢାଖୋଲ: କଟକ ୫୫ନଂ ଜାତୀୟ ରାଜପଥର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଘୋରଇ ବସ୍ । ଜଣେ ମୃତ ହୋଇଥିବା ବେଳେ ବସରେ ବସିଥିବା ୧୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଲୁହାପଙ୍କ ଛକରେ ବିଳମ୍ବିତ ରାତିରେ ଟ୍ରଲର ପଛକୁ ଧକ୍କା ଦେଲା ଘୋରଇ ବସ୍ !-->…