ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ, ଇଭିଏମରେ ସିଲ୍ ୧୩୧୪ ପ୍ରାର୍ଥୀଙ୍କ ଭାଗ୍ୟ
ବିହାର: ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ ପ୍ରତିଶତ ମତଦାନ ହୋଇଥିଲା।
ଗୁରୁବାର ମତଦାନ ପ୍ରାୟତଃ!-->!-->!-->…