ବିଡିଓଙ୍କ ଘରେ କଳାକନା ବୁଲାଇଲେ ଲୁଟେରା
ନବରଙ୍ଗପୁର: ନବରଙ୍ଗପୁର ବିଡିଓଙ୍କ ଘରେ କଳା କନା ବୁଲାଇଲେ ଚୋର। ଗତ ଶନିବାର ଛୁଟିରେ ନବରଙ୍ଗପୁର ବ୍ଲକ ବିଡିଓ ସୁନୀଲ ଖରା ନିଜ ପରିବାର ଲୋକଙ୍କୁ ଭେଟିବାକୁ ରାୟଗଡା ଯାଇଥିଲେ। ଆଜି ସକାଳେ ସେ ରାୟଗଡାରୁ ଫେରି ବ୍ଲକ ପରିସରରେ ଥିବା ତାଙ୍କ ସରକାରୀ ବାସ ଭବନ ଖୋଲିବା ବେଳକୁ ଦୁଇଟି!-->…