ସଜାଗ ଏବଂ ସଚେତନ ହେଲେ ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ
ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଦୁର୍ନୀତି ନିବାରଣ ସପ୍ତାହ ଅକ୍ଟୋବର ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିଛି । ଏହି ଅବସରରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ!-->!-->!-->…