ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଗଣଦୌଡ଼ ଅନୁଷ୍ଠିତ
ମାଲକାନଗିରି : ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ମାଲକାନଗିରି ଠାରେ ଆୟୋଜିତ ହୋଇଯାଇଅଛି ଏକ ଗଣଦୌଡ଼।ଏହି ଅବସରରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ!-->…