ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଗିରଫ, ୪୦୦ ଗାଡ଼ି ଜବତ
ଭୁବନେଶ୍ୱର : ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଗିରଫ, ୩୫୪ ଗାଡ଼ି ଜବତ । ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ପୋଲିସର ବଡ଼ ଆକ୍ସନ୍ । ରାତି ସାଢ଼େ ଗୋଟାଏ ସୁଦ୍ଧା ୧୧୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଏହାସହ ଆଉ ୬୦ ଜଣଙ୍କୁ ଭଲ ବ୍ୟବହାର ପାଇଁ ବଣ୍ଡରେ ଛାଡ଼ି!-->…