ରାକ୍ଷି ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ ଦୂର, ୨୭ରେ ରକ୍ଷା ବନ୍ଧନ ପାଳନ
ପୁରୀ : ପବିତ୍ର ରାଖି ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ । ଆସନ୍ତା ୨୭ ତାରିଖ ସକାଳ ୯ଟା ୭ଟାରୁ ପୂର୍ଣ୍ଣିମା ତିଥି ଲାଗୁଥିବା ବେଳେ ଜନସାଧାରଣ ରକ୍ଷା ବନ୍ଧନ କାର୍ଯ୍ୟ କରି ପାରିବେ । ୨୭ ତାରିଖ ସକାଳ ୯ ଟା ୭ ରୁ ୨୮ ତାରିଖ ସକାଳ ୯ଟା ୪୫ ଯାଏ ପୂର୍ଣ୍ଣମୀ ତିଥି!-->…