ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଗିରଫ, ୫୦ ଲକ୍ଷରେ ମର୍ଡର ଡିଲ୍
ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଗିରଫ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଗିରଫ । ଗତକାଲି ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା ପୋଲିସ । ଗଜପତିନଗରସ୍ଥିତ ତାଙ୍କ ବାସଭବନରୁ ତାଙ୍କୁ ଉଠାଇ ଆଣି ରାତିସାରା ଜେରା ଚାଲିଥିଲା । ପୂର୍ବତନ ମେୟର!-->…