ରୁଷଠୁ ଏସ-୪୦୦ ମିସାଇଲ କିଣିବ ଭାରତ
ନୂଆଦିଲ୍ଲୀ: ଭାରତ ରୁଷଠୁ ଏସ-୪୦୦ ଏୟାର ଡିଫେନ୍ସ ସିଷ୍ଟମ ପାଇଁ ବଡ ସଂଖ୍ୟାରେ ମିସାଇଲ୍ କ୍ରୟ କରିବାକୁ ପ୍ରସ୍ତୁତ ହେଉଛି। ପ୍ରାୟ ୧୦ ହଜାର କୋଟି ଟଙ୍କାରେ ଏହି ଚୁକ୍ତି ହେବ ବୋଲି ସୂଚନା ରହିଛି। ଏସ-୪୦୦ ସିଷ୍ଟମକୁ ପାକିସ୍ତାନ ବିରୁଦ୍ଧରେ ବ୍ୟବହାର କରିସାରିଛି ଭାରତ। ଏସ-୪୦୦କୁ ଗେମ୍!-->…